Acts 2:28 — Compare Translations
7 translations compared side by side
Odia - 1840
"ତୁମ୍ଭେ ମାେତେ ଜୀବନର ପଥ ଦଖାଇେ ଅଛ। ତୁମ୍ଭ ଉପସ୍ଥିତି ରେ ମାେତେ ବହୁତ ଆନନ୍ଦ ମିଳିବ।'ଗାତସଂହିତା 16:8-11"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋତେ ଜୀବନର ପଥ ଜ୍ଞାତ କରାଇଅଛ, ତୁମ୍ଭେ ଆପଣା ଛାମୁରେ ମୋତେ ଆନନ୍ଦରେ ପୂର୍ଣ୍ଣ କରିବ ।ʼ
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ମୋତେ ଜୀବନର ପଥ ଦେଖାଇ ଅଛ ଓ ତୁମ ଉପସ୍ଥିତି ମୋତେ ଆନନ୍ଦରେ ପୂର୍ଣ୍ଣ କରିବ।’
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋତେ ଜୀବନର ପଥ ଦେଖାଇ ଅଛ। ତୁମ୍ଭ ଉପସ୍ଥିତିରେ ମୋତେ ବହୁତ ଆନନ୍ଦ ମିଳିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋତେ ଜୀବନର ପଥ ଜ୍ଞାତ କରାଇଅଛ, ତୁମ୍ଭେ ଆପଣା ଛାମୁରେ ମୋତେ ଆନନ୍ଦରେ ପୂର୍ଣ୍ଣ କରିବ।’”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋତେ ଜୀବନର ପଥ ଜ୍ଞାତ କରାଇଅଛ, ତୁମ୍ଭେ ଆପଣା ଛାମୁରେ ମୋତେ ଆନନ୍ଦରେ ପୂର୍ଣ୍ଣ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶೆ ಜಿವನ್ ಕರುಚೆ ಮನುನ್ ತಿಯಾ ಮಾಕಾ ದಾಕ್ವುನ್ ದಿಲೆ, ಅನಿ ತಿಯಾ ಮಾಜ್ಯಾ ಇದ್ರಾಕ್ ರ್ಹಾತಲೆ ಮಾಕಾ ಉಮ್ಮೆದಿನ್ ಭರಿ ಸಾರ್ಕೆ ಕರ್ತಾ.