Acts 2:29 — Compare Translations
7 translations compared side by side
Odia - 1840
" ହେ ମାରେ ଭାଇମାନେ, ମୁଁ ବିଶ୍ବାସର ସହିତ ଆମ୍ଭ ପୂର୍ବପୁରୁଷ ଦାଉଦଙ୍କ ବିଷୟ ରେ ତୁମ୍ଭମାନଙ୍କୁ କହି ପାରିବି। ସେ ମୃତ୍ଯୁବରଣ କରି କବରସ୍ଥ ହାଇେଛନ୍ତି, ଏବଂ ତାହାଙ୍କର ଏହି କବର ଅଦ୍ଯାବଧି ଆମ୍ଭ ନିକଟରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହି ପାରେ, ଯେ, ସେ ମଲେ, ପୁଣି ସମାଧିପ୍ରାପ୍ତ ହେଲେ, ଆଉ ତାହାଙ୍କ ସମାଧି ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଭାଇମାନେ, ସରଳଭାବେ ମୁଁ ତୁମ୍ଭମାନଙ୍କୁ ଆମ ପୂର୍ବପୁରୁଷ ଦାଉଦ ରାଜାଙ୍କ ବିଷୟରେ କିଛି କହିବା ଆବଶ୍ୟକ ମନେ କରୁଛି। ସେ ମୃତ୍ୟୁଭୋଗ କରି ସମାଧିସ୍ଥ ହେଲେ, ପୁଣି ତାଙ୍କର ସମାଧି ଆଜି ପର୍ଯ୍ୟନ୍ତ ଏଠାରେ ଆମ୍ଭମାନଙ୍କ ମଧ୍ୟରେ ଅଛି।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମୋର ଭାଇମାନେ, ମୁଁ ବିଶ୍ୱାସର ସହିତ ଆମ୍ଭ ପୂର୍ବପୁରୁଷ ଦାଉଦଙ୍କ ବିଷୟରେ ତୁମ୍ଭମାନଙ୍କୁ କହି ପାରିବି। ସେ ମୃତ୍ୟୁବରଣ କରି କବରସ୍ଥ ହୋଇଛନ୍ତି, ଏବଂ ତାହାଙ୍କର ଏହି କବର ଅଦ୍ୟାବଧି ଆମ୍ଭ ନିକଟରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି-ସ୍ଥାନ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು, ಅಮ್ಚ್ಯಾ ವಾಡ್ವಡ್ಲಾ ದಾವಿದ್ ರಾಜಾಚ್ಯಾ ವಿಶಯಾತ್ ಮಿಯಾ ತುಮ್ಕಾ ಖರೆ ಸಾಂಗ್ತಾ, ತೊ ಮರುನ್ ಗೆಲೊ ತೆಕಾ ಮಾಟಿ ದಿವ್ನ್ ಹೊಲಿ, ತೆಚಿ ಸಮಾದಿ ಅಜುನ್ಬಿ ಆಮ್ಚ್ಯಾ ಮದ್ದಿ ಹಾಯ್.