Acts 2:3 — Compare Translations

7 translations compared side by side

Odia - 1840
"ସମାନେେ ଅଗ୍ନିଶିଖା ପରି ଜିହ୍ବାଗୁଡ଼ିକ କିଛି ଦେଖିଲେ। ଏହି ଅଗ୍ନିଶିଖାସବୁ ଭାଗ ଭାଗ ହାଇେ ସଠାେରେ ଥିବା ପ୍ରେତ୍ୟକକ ବ୍ଯକ୍ତିର ଉପରେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅଗ୍ନିସାଦୃଶ୍ୟ ଜିହ୍ଵାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରେ ଅଧିଷ୍ଠିତ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେମାନେ ଦେଖିଲେ, କେତେଗୁଡ଼ିଏ ଅଗ୍ନି ଜିହ୍ୱା ପ୍ରସାରିତ ହୋଇ ସେଠାରେ ଥିବା ପ୍ରତ୍ୟେକଙ୍କୁ ସ୍ପର୍ଶ କଲା।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଅଗ୍ନିଶିଖା ପରି ଜିହ୍ୱାଗୁଡ଼ିକ କିଛି ଦେଖିଲେ। ଏହି ଅଗ୍ନିଶିଖାସବୁ ଭାଗ ଭାଗ ହୋଇ ସେଠାରେ ଥିବା ପ୍ରତ୍ୟେକ ବ୍ୟକ୍ତିର ଉପରେ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଓହ୍ଲାଇ ଆସିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଉହ୍ଲାଇ ଆସିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆನಿ ಜಿಬ್ಲಿಯಾಂಚ್ಯಾ ಸಾರ್ಕೆ ಹೊತ್ತಿ ಆಗ್ ಬಗಟ್ಲ್ಯಾನಿ, ತಿ ಆಗಿಚಿ ಜಿಬ್ಲಿಯಾ ಪಗ್ಳುನ್ ಥೈ ಹೊತ್ತ್ಯಾ ಹರ್ ಎಕ್ಲ್ಯಾಚ್ಯಾ ವರ್‍ತಿ ಪಡ್ತಾ.