Acts 2:32 — Compare Translations
7 translations compared side by side
Odia - 1840
"ଏହି ଯୀଶୁଙ୍କୁ ଇଶ୍ବର ଯେ ମୃତ୍ଯୁରୁ ଉଠାଇଛନ୍ତି, ଆମ୍ଭମାନେେ ସେଥି ରେ ନିଜେ ସାକ୍ଷୀ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯୀଶୁଙ୍କୁ ଈଶ୍ଵର ଉଠାଇ ଅଛନ୍ତି, ସେ ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଏହି ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଛନ୍ତି। ଆମେ ସମସ୍ତେ ଏହାର ସାକ୍ଷୀ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଯୀଶୁଙ୍କୁ ଈଶ୍ୱର ଯେ ମୃତ୍ୟୁରୁ ଉଠାଇଛନ୍ତି, ଆମ୍ଭେମାନେ ସେଥିରେ ନିଜେ ସାକ୍ଷୀ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯୀଶୁଙ୍କୁ ଈଶ୍ବର ଉଠାଇଅଛନ୍ତି, ସେହି ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ।
Odia IRV 2017 (ଓଡିଆ ବାଇବେଲ)
ଏହି ଯୀଶୁଙ୍କୁ ଈଶ୍ୱର ଉଠାଇଅଛନ୍ତି, ସେହି ବିଷୟରେ ଅମ୍ଭେମାନେ ସମସ୍ତେ ସାକ୍ଷୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಜೆಜುಕ್ ಮರ್ನಾತ್ನಾ ಝಿತ್ತೊ ಕರುನ್ ಉಟ್ವುಲ್ಯಾನ್. ಅನಿ ಅಮಿ ಸಗ್ಳೆ ಹೆಕಾ ಸಾಕ್ಷಿ ಹೊವ್ನ್ ಹಾವ್.