Acts 2:34 — Compare Translations

7 translations compared side by side

Odia - 1840
"ଦାଉଦ ସ୍ବର୍ଗ ଆରୋହଣ କରି ନାହିଁନ୍ତି। କିନ୍ତୁ ଯୀଶୁ ସ୍ବର୍ଗ ଆରୋହଣ କରିଛନ୍ତି। ଦାଉଦ ନିଜେ ଏହିକଥା କହିଛନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦାଉଦ ସ୍ଵର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଦାଉଦ ନିଜେ ସ୍ୱର୍ଗକୁ ଯାଇ ନ ଥିଲେ; ବରଂ ସେ କହିଥିଲେ, ‘ଈଶ୍ୱର ମୋର ପ୍ରଭୁଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସ୍ୱର୍ଗ ଆରୋହଣ କରି ନାହାନ୍ତି। କିନ୍ତୁ ଯୀଶୁ ସ୍ୱର୍ଗ ଆରୋହଣ କରିଛନ୍ତି। ଦାଉଦ ନିଜେ ଏହିକଥା କହିଛନ୍ତି: ‘ପ୍ରଭୁ ମୋର ପ୍ରଭୁଙ୍କୁ କହିଲେ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦାଉଦ ରାଜା ସ୍ୱର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, “ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
କାରଣ ଦାଉଦ ସ୍ୱର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾಸಾಟ್ನಿ ದೆವಾನ್ ದಾವಿದಾಕ್ ಮರ್ನಾತ್ನಾ ಉಟ್ವುನ್ ಸರ್‍ಗಾಕ್ ನ್ಹೆವ್ಕ್ ನಾ, ಖರೆಚ್ ತೆನಿ ಧನಿಯಾನ್ ಮಾಜ್ಯಾ ಧನಿಯಾಕ್ ಸಾಂಗ್ಲ್ಯಾನ್, ತಿಯಾ ಮಾಜ್ಯಾ ಉಜ್ವ್ಯಾ ಬಾಜುಕ್ ಬಸುನ್ ರ್‍ಹಾ,