Acts 2:35 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭର ଶତୃମାନଙ୍କୁ ତୁମ୍ଭର ପାଦ ତଳକୁ ନ ଆଣିବା ପର୍ୟ୍ଯନ୍ତ ତୁମ୍ଭେ ମାରେ ଡ଼ାହାଣ ପଟେ ବସିଥାଅ।' ଗୀତସଂହିତା 110:1"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମର ଶତ୍ରୁମାନଙ୍କୁ ତୁମର ପାଦପୀଠ ନ କରିବା ପର୍ଯ୍ୟନ୍ତ, ମୋର ଦକ୍ଷିଣ ପାଖରେ ବସିଥାଅ।’
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦ ତଳକୁ ନ ଆଣିବା ପର୍ଯ୍ୟନ୍ତ ତୁମ୍ଭେ ମୋର ଡାହାଣ ପଟେ ବସିଥାଅ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’”
Odia IRV 2017 (ଓଡିଆ ବାଇବେଲ)
ଅାମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ "ଆମ୍ଭର ଦକ୍ଷିଣରେ ବସିଥାଅ" ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಜ್ಯಾ ದುಸ್ಮನಾಕ್ನಿ ಪಾಯಾ ಥವ್ತಲಿ ಮ್ಹನಿ ಹೊಯ್ ಸಾರ್ಕೆ ಕರಿಪತರ್, ತಿಯಾ ಮಾಜ್ಯಾ ಉಜ್ವ್ಯಾ ಬಾಜುಕ್ ಬಸುನ್ ರ್‍ಹಾ ಮನುನ್ ಸಾಂಗಲ್ಲೆ ಹಾಯ್ ಮಟ್ಲ್ಯಾನ್.