Acts 2:36 — Compare Translations

7 translations compared side by side

Odia - 1840
" ତେଣୁ ଇଶ୍ରାୟେଲର ସମସ୍ତେ ଏହା ଭଲ ଭାବରେ ଜାଣନ୍ତୁ ଯେ, ଏହି ଯେଉଁ ଯୀଶୁଙ୍କୁ ତୁମ୍ଭମାନେେ କୃଶ ରେ ବିଦ୍ଧ କରିଛ, ଇଶ୍ବର ତାହାଙ୍କୁ ପ୍ରଭୁ ଓ ମଶୀହ ପଦ ରେ ନିୟୁକ୍ତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ସମସ୍ତ ଇସ୍ରାଏଲକୁଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ଵର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଅତଏବ ଇଶ୍ରାୟେଲୀୟମାନେ ସମସ୍ତେ ନିଶ୍ଚିତଭାବେ ଜାଣନ୍ତୁ ଯେ, ଏହି ଯେଉଁ ଯୀଶୁଙ୍କୁ ତୁମ୍ଭେମାନେ କ୍ରୁଶାର୍ପିତ କରିଛ, ଈଶ୍ୱର ତାଙ୍କୁ ହିଁ ପ୍ରଭୁ ଓ ମସୀହ କରିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ଇସ୍ରାଏଲର ସମସ୍ତେ ଏହା ଭଲ ଭାବରେ ଜାଣନ୍ତୁ ଯେ, ଏହି ଯେଉଁ ଯୀଶୁଙ୍କୁ ତୁମ୍ଭେମାନେ କ୍ରୁଶରେ ବିଦ୍ଧ କରିଛ, ଈଶ୍ୱର ତାହାଙ୍କୁ ପ୍ରଭୁ ଓ ମଶୀହ ପଦରେ ନିଯୁକ୍ତ କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ବର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ୱର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ತುಮಿ ಕುರ್ಸಾರ್ ಮಾರಲ್ಲ್ಯಾ ಮಾನ್ಸಾಕ್ ಜೆಜುಕುಚ್, ದೆವಾನ್ ಧನಿ ಅನಿ ಕ್ರಿಸ್ತ್ ಕರ್ಲ್ಯಾನ್ ಮನ್ತಲೆ ತುಮಿ ಇಸ್ರಾಯೆಲಾಚಿ ಸಗ್ಳಿ ಲೊಕಾ ಕಳ್ವುನ್ ಘೆವ್ಚೆ.