Acts 2:37 — Compare Translations
7 translations compared side by side
Odia - 1840
"ଲୋକମାନେ ଏପ୍ରକାର କଥା ଶୁଣି ବହୁତ ଦୁଃଖିତ ହେଲେ। ସମାନେେ ପିତର ଓ ଅନ୍ୟ ପ୍ ରରେିତମାନଙ୍କୁ ପଚାରିଲେ, ଭାଇମାନେ, ଆମ୍ଭେ କ'ଣ କରିବା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କଥା ଶୁଣି ସେମାନଙ୍କ ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକମାନେ ଏହି କଥାସବୁ ଶୁଣି ଅତ୍ୟନ୍ତ ଉଦ୍ବିଗ୍ନ ହେଲେ ଏବଂ ପିତର ଓ ଅନ୍ୟ ପ୍ରେରିତ ଶିଷ୍ୟମାନଙ୍କୁ ପଚାରିଲେ, “ଭାଇମାନ, ଆମ୍ଭେମାନେ କ’ଣ କରିବା?”
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଏପ୍ରକାର କଥା ଶୁଣି ବହୁତ ଦୁଃଖିତ ହେଲେ। ସେମାନେ ପିତର ଓ ଅନ୍ୟ ପ୍ରେରିତମାନଙ୍କୁ ପଗ୍ଭରିଲେ, “ଭାଇମାନେ, ଆମ୍ଭେ କ’ଣ କରିବା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?
Odia IRV 2017 (ଓଡିଆ ବାଇବେଲ)
ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ,ଭାଇମାନେ, ଆମ୍ଭେମାନେ କ'ଣ କରିବା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾನಿ ಹೆ ಸಗ್ಳೆ ಆಯಿಕ್ಲ್ಯಾನಿ ತನ್ನಾ ತೆಂಚ್ಯಾ ಮನಾಕ್ ಲೈ ಬೆಜಾರ್ ಹೊಲೊ, ತನ್ನಾ ತೆನಿ ಪೆದ್ರುಕ್ ಅನಿ ಹುರಲ್ಲ್ಯಾ ಅಪೊಸ್ತಲಾಕ್ನಿ “ಭಾವಾನು ಅತ್ತಾ ಅಮಿ ಕಾಯ್ ಕರುಚೆ?” ಮನುನ್ ಇಚಾರ್ಲ್ಯಾನಿ.