Acts 2:38 — Compare Translations

7 translations compared side by side

Odia - 1840
"ପିତର ସମାନଙ୍କେୁ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ବାପ୍ତିସ୍ମ ନବୋକୁ ପଡ଼ିବ। ତବେେ ତୁମ୍ଭମାନେେ ପବିତ୍ରଆତ୍ମାର ଦାନ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପକ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ପ୍ରତ୍ୟେକେ ପାପରୁ ବିମୁଖ ହୋଇ ତୁମ ପାପକ୍ଷମା ନିମନ୍ତେ ଯୀଶୁଖ୍ରୀଷ୍ଟଙ୍କ ନାମରେ ଜଳଦୀକ୍ଷା ଗ୍ରହଣ କର; ତାହାହେଲେ ତୁମ୍ଭେମାନେ ଈଶ୍ୱରଙ୍କ ଦାନ ପବିତ୍ରଆତ୍ମାଙ୍କୁ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ପିତର ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବାକୁ ପଡ଼ିବ। ତେବେ ତୁମ୍ଭେମାନେ ପବିତ୍ରଆତ୍ମାର ଦାନ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪೆದ್ರುನ್ ತೆಂಕಾ “ತುಮ್ಚ್ಯಾತ್ಲೊ ಹರ್ ಎಕ್ಲೊಬಿ ಅಪ್ಲ್ಯಾ ಪಾಪಾತ್ನಾ ಪರ್ತುನ್ ದೆವಾಕ್ಡೆ ಯೆವ್ನ್ ಜೆಜು ಕ್ರಿಸ್ತಾಚ್ಯಾ ನಾಂವಾನ್ ಬಾಲ್ತಿಮ್ ಕರುನ್ ಘೆಂವ್ದಿತ್, ತನ್ನಾ ದೆವ್ ತುಮ್ಚ್ಯಾ ಪಾಪಾಕ್ನಿ ಮಾಪ್ ಕರ್‍ತಾ, ಅನಿ ದೆವಾನ್ ಗೊಸ್ಟ್ ದಿಲ್ಲೊ ಪವಿತ್ರ್ ಆತ್ಮೊ ತುಮಿ ಘೆವ್ಕ್ ಹೊತಾ”.