Acts 2:39 — Compare Translations
7 translations compared side by side
Odia - 1840
"ଏହି ପ୍ରତିଜ୍ଞା ତୁମ୍ଭମାନଙ୍କ ପାଇଁ ଦିଆଯାଇଛି। ଆହୁରି ମଧ୍ଯ ଏହା ତୁମ୍ଭର ପିଲାମାନଙ୍କ ପାଇଁ ଓ ଯେଉଁମାନେ ବହୁତ ଦୂର ରେ ଅଛନ୍ତି ସମାନଙ୍କେ ପାଇଁ ଦିଆଯାଇଛି। ଯେଉଁମାନଙ୍କୁ ଇଶ୍ବର ଆମ୍ଭମାନଙ୍କ ପ୍ରଭୁ, ଡ଼ାକନ୍ତି ସେ ସମସ୍ତଙ୍କ ପାଇଁ ଏହି ପ୍ରତିଜ୍ଞା ଦିଆଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ଵର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଈଶ୍ୱରଙ୍କ ପ୍ରତିଜ୍ଞା ତୁମ୍ଭମାନଙ୍କ ପ୍ରତି, ତୁମ ସନ୍ତାନମାନଙ୍କ ପ୍ରତି ଓ ଈଶ୍ୱରଙ୍କ ଦ୍ୱାରା ଆହୂତ ଦୂରଦୂରାନ୍ତରେ ଥିବା ସମସ୍ତଙ୍କ ପାଇଁ ଉଦ୍ଦିଷ୍ଟ।”
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରତିଜ୍ଞା ତୁମ୍ଭମାନଙ୍କ ପାଇଁ ଦିଆଯାଇଛି। ଆହୁରି ମଧ୍ୟ ଏହା ତୁମ୍ଭର ପିଲାମାନଙ୍କ ପାଇଁ ଓ ଯେଉଁମାନେ ବହୁତ ଦୂରରେ ଅଛନ୍ତି ସେମାନଙ୍କ ପାଇଁ ଦିଆଯାଇଛି। ଯେଉଁମାନଙ୍କୁ ଈଶ୍ୱର ଆମ୍ଭମାନଙ୍କ ପ୍ରଭୁ, ଡାକନ୍ତି ସେ ସମସ୍ତଙ୍କ ପାଇଁ ଏହି ପ୍ରତିଜ୍ଞା ଦିଆଯାଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ।”
Odia IRV 2017 (ଓଡିଆ ବାଇବେଲ)
କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಗೊಸ್ಟ್ ತುಮ್ಕಾ ತುಮ್ಚ್ಯಾ ಪೊರಾ ಬಾಳಾಕ್ನಿ, ಅನಿ ಲೈ ಧುರ್ ಹೊತ್ತ್ಯಾ ಲೊಕಾಕ್ನಿ ದಿಲ್ಲೆ ಹಾಯ್. ಅಮ್ಚ್ಯಾ ದೆವಾ ಧನಿಯಾನ್ ಅಪ್ನಾಚ್ಯಾ ಜಗ್ಗೊಳ್ ಬಲ್ವಲ್ಲ್ಯಾ ಹರ್ ಎಕ್ಲ್ಯಾಕ್ಬಿ ಹಿ ಗೊಸ್ಟ್ ದಿಲ್ಲಿ ಹಾಯ್.