Acts 2:4 — Compare Translations

7 translations compared side by side

Odia - 1840
"ସମସ୍ତେ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହେଲେ। ପବିତ୍ର ଆତ୍ମାଙ୍କ ଦ୍ବାରା ପାଉଥିବା ଶକ୍ତି ସାହାୟ୍ଯ ରେ ସମାନେେ ଭିନ୍ନ ଭିନ୍ନ ଭାଷା ରେ କଥା କହିବାକୁ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସମସ୍ତେ ପବିତ୍ରଆତ୍ମାଙ୍କରେ ପୂର୍ଣ୍ଣ ହେଲେ ଓ ଆତ୍ମାଙ୍କ ଚାଳନାରେ ବିଭିନ୍ନ ଭାଷାରେ କଥା କହିବାକୁ ଲାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେଲେ। ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଥିବା ଶକ୍ତି ସାହାଯ୍ୟରେ ସେମାନେ ଭିନ୍ନ ଭିନ୍ନ ଭାଷାରେ କଥା କହିବାକୁ ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ ಸಗ್ಳೆ ಪವಿತ್ರ್ ಆತ್ಮ್ಯಾನ್ ಭರುನ್, ತೊ ಆತ್ಮೊ ತೆಂಕಾ ಕಸಿ ಬಳ್ ದಿತಾ ತಸೆ ದುಸ್ರ್ಯಾ ದುಸ್ರ್ಯಾ ಭಾಶಾತ್ನಿ ಬೊಲುಕ್ ಲಾಗ್ಲೆ.