Acts 2:40 — Compare Translations
7 translations compared side by side
Odia - 1840
"ପିତର ସମାନଙ୍କେୁ ଚତନୋ ଦଇେ କହିଲେ, ବର୍ତ୍ତମାନ ଏହି ମନ୍ଦ ଲୋକମାନଙ୍କଠାରୁ ନିଜକୁ ରକ୍ଷାକର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ଵାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷାପ୍ରାପ୍ତ ହେଉନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ସେମାନଙ୍କୁ ଆବେଦନ ଜଣାଇ ଓ ନାନା ପ୍ରକାରେ ପ୍ରବର୍ତ୍ତାଇ କହିଲେ, “ଏହି ଭ୍ରଷ୍ଟାଚାରୀମାନଙ୍କ ପ୍ରତି ଆସନ୍ନ ଶାସ୍ତିରୁ ନିଜ ନିଜକୁ ରକ୍ଷା କର।”
Odia Bible ERV 2004 (ପବିତ୍ର ବାଇବଲ)
ପିତର ସେମାନଙ୍କୁ ଚେତନା ଦେଇ କହିଲେ, “ବର୍ତ୍ତମାନ ଏହି ମନ୍ଦ ଲୋକମାନଙ୍କଠାରୁ ନିଜକୁ ରକ୍ଷାକର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, "ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ" ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುನ್ ಅನಿ ಲೈ ಬೊಲ್ನ್ಯಾನಿ ಉಶಾರ್ಕಿ ದಿವ್ನ್, ತೆಂಕಾ, “ತುಮಿ ತುಮ್ಕಾ ಹ್ಯಾ ಬುರ್ಶ್ಯಾ ಲೊಕಾಂಚ್ಯಾ ವರ್ತಿ ಯೆತಲ್ಯಾ ಶಿಕ್ಷಾತ್ನಾ ಹುರ್ವುನ್ ಘೆವಾ!” ಮನುನ್ ಸಾಂಗ್ಲ್ಯಾನ್.