Acts 2:41 — Compare Translations
7 translations compared side by side
Odia - 1840
"ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସମାନେେ ବାପ୍ତିଜିତ ହେଲେ। ସଦେିନ ସହେି ବିଶ୍ବାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ୟୋଗ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହିଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ତଳୀ ସହିତ ସଂଯୁକ୍ତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ମଧ୍ୟରୁ ଅନେକେ ତାଙ୍କ ବାର୍ତ୍ତାରେ ବିଶ୍ୱାସ କରି ଜଳଦୀକ୍ଷା ଗ୍ରହଣ କଲେ। ସେଦିନ ପ୍ରାୟ ତିନି ହଜାର ଲୋକ ଶିଷ୍ୟମାନଙ୍କ ଦଳଭୁକ୍ତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସେମାନେ ବାପ୍ତିଜିତ ହେଲେ। ସେଦିନ ସେହି ବିଶ୍ୱାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ଯୋଗଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚ್ಯಾತ್ಲ್ಯಾ ಲೈ ಲೊಕಾನಿ ಪೆದ್ರು ಸಾಂಗ್ತಲೆ ವಿಶ್ವಾಸ್ ಕರ್ಲ್ಯಾನಿ ಅನಿ ಬಾಲ್ತಿಮ್ ಘೆಟ್ಲ್ಯಾನಿ, ತ್ಯಾ ದಿಸಿ ಸುಮಾರ್ ತಿನ್ ಹಜಾರ್ ಲೊಕಾ ದೆವಾಚ್ಯಾ ಲೊಂಕಾಂಚ್ಯಾ ತಾಂಡ್ಯಾಕ್ ಮಿಳ್ಲಿ.