Acts 2:42 — Compare Translations

7 translations compared side by side

Odia - 1840
"ବିଶ୍ବାସୀ ଲୋକମାନେ ଏକାଠି ମିଳିତ ହବୋକୁ ଲାଗିଲେ। ପ୍ ରରେିତମାନଙ୍କ ଉପଦେଶ ଶୁଣିବାକୁ ସମାନେେ ସମାନଙ୍କେର ସମୟ ଦେଲେ। ବିଶ୍ବାସୀମାନେ ପରସ୍ପରର ସହଭାଗୀ ହେଲେ। ସମାନେେ ରୋଟୀ ବାଣ୍ଟି ଖାଇବାର ଏବଂ ପ୍ରାର୍ଥନା କରିବା ରେ ସମୟ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୋଟୀ ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟଚିତ୍ତ ହୋଇ ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିଦିନଠାରୁ ଶିଷ୍ୟମାନେ ସେମାନଙ୍କୁ ଶିକ୍ଷାଦାନ କଲେ। ପୁଣି ସେମାନେ ଏକତ୍ର ପାନ ଭୋଜନ ଓ ପ୍ରାର୍ଥନା ଉପାସନା କରିବା ଦ୍ୱାରା ପରସ୍ପରର ସାହାଚର୍ଯ୍ୟ ଉପଭୋଗ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ୱାସୀମାନଙ୍କର ପରସ୍ପର ସହଭାଗିତା ବିଶ୍ୱାସୀ ଲୋକମାନେ ଏକାଠି ମିଳିତ ହେବାକୁ ଲାଗିଲେ। ପ୍ରେରିତମାନଙ୍କ ଉପଦେଶ ଶୁଣିବାକୁ ସେମାନେ ସେମାନଙ୍କର ସମୟ ଦେଲେ। ବିଶ୍ୱାସୀମାନେ ପରସ୍ପରର ସହଭାଗୀ ହେଲେ। ସେମାନେ ରୋଟୀ ବାଣ୍ଟି ଖାଇବାରେ ଏବଂ ପ୍ରାର୍ଥନା କରିବାରେ ସମୟ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಪೊಸ್ತಲಾಂಚಿ ಶಿಕಾಪಾ ಆಯಿಕ್ತಲ್ಯಾತ್, ಭಾವ್ ಭೆನಿಯಾಂಚ್ಯಾ ಎಕ್ವಟ್ಟಾತ್ ಅನಿ ಎಕ್ ಹೊವ್ನ್ ಜೆವಾನ್ ಕರ್‍ತಲ್ಯಾತ್ ಅನಿ ಮಾಗ್ನೆ ಕರ್‍ತಲ್ಯಾತ್ ಅಪ್ಲೊ ಎಳ್ ಖರಚ್ಲ್ಯಾನಿ.