Acts 2:43 — Compare Translations

7 translations compared side by side

Odia - 1840
"ପ୍ ରରେିତମାନେ ବହୁତ ଶକ୍ତିଶାଳୀ ଓ ବହୁତ ଆଶ୍ଚର୍ୟ୍ଯପୂର୍ଣ୍ଣ କାର୍ୟ୍ଯ କରୁଥିଲେ। ପ୍ରେତ୍ୟକକ ଲୋକର ଇଶ୍ବରଙ୍କ ପ୍ରତି ଅତି ଭକ୍ତି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଲୋକସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ଵାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେରିତ ଶିଷ୍ୟମାନେ ଅନେକ ଅଲୌକିକ କାର୍ଯ୍ୟ ଓ ଆଶ୍ଚର୍ଯ୍ୟ ବିଷୟ ସାଧନ କଲେ ଓ ସମସ୍ତେ ଏଥିରେ ବିସ୍ମୟାଭିଭୂତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେରିତମାନେ ବହୁତ ଶକ୍ତିଶାଳୀ ଓ ବହୁତ ଆଶ୍ଚର୍ଯ୍ୟପୂର୍ଣ୍ଣ କାର୍ଯ୍ୟ କରୁଥିଲେ। ପ୍ରତ୍ୟେକ ଲୋକର ଈଶ୍ୱରଙ୍କ ପ୍ରତି ଅତି ଭକ୍ତି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪೊಸ್ತಲಾನಿ ಲೈ ಅಜಾಪಾ ಅನಿ ವಿಚಿತ್ರಾ ಕರಿತ್ ಹೊತ್ತ್ಯಾನಿ ಅನಿ ಹರ್ ಎಕ್ಲ್ಯಾಕ್ಬಿ ದೆವಾಚ್ಯಾ ವರ್‍ತಿ ಭಕ್ತಿ ವಾಡ್ಲಿ.