Acts 2:44 — Compare Translations
7 translations compared side by side
Odia - 1840
"ସମସ୍ତ ବିଶ୍ବାସୀମାନେ ଏକାଠି ରହିଲେ ଏବଂ ସମାନଙ୍କେ ପାଖ ରେ ଯାହା ସବୁଥିଲା, ସେଥି ରେ ସମସ୍ତେ ଭାଗୀଦାର ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁମାନେ ବିଶ୍ଵାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ବିଶ୍ୱାସୀମାନେ ପରସ୍ପର ସହିତ ଘନିଷ୍ଠ ବନ୍ଧୁତାରେ ଆବଦ୍ଧ ହେଲେ ଓ ମିଳିତ ଭାବରେ ସେମାନଙ୍କର ସମସ୍ତ ସମ୍ପତ୍ତି ଭୋଗ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ବିଶ୍ୱାସୀମାନେ ଏକାଠି ରହିଲେ ଏବଂ ସେମାନଙ୍କ ପାଖରେ ଯାହାସବୁ ଥିଲା, ସେଥିରେ ସମସ୍ତେ ଭାଗୀଦାର ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳಿ ದೆವಾಚಿ ಮಾನ್ಸಾಬಿ ಎಕ್ವಟ್ಟಾನಿ ರ್ಹಾಯ್ತ್ ಅನಿ ಹರ್ ಎಕ್ಲೊ ಸಗ್ಳಿ ಸಾಮಾನಾ ಎಕಾಮೆಕಾತ್ನಿ ವಾಟುನ್ ಘೆಯ್ತ್.