Acts 2:45 — Compare Translations
7 translations compared side by side
Odia - 1840
"ସମାନେେ ନିଜ ନିଜର ସବୁ ସମ୍ପତ୍ତି ଓ ଜିନିଷପତ୍ର ବିକି ଦେଲେ ଓ ସମସ୍ତ ଲୋକମାନଙ୍କୁ ସମାନଙ୍କେ ନିଜନିଜ ଆବଶ୍ଯକତା ଅନୁସାରେ ବାଣ୍ଟି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ, ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ନିଜ ନିଜର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିକୁ ବିକ୍ରୟ କରି, ଲବ୍ଧ ଧନ ପ୍ରତ୍ୟେକଙ୍କର ଆବଶ୍ୟକ ଅନୁସାରେ ପରସ୍ପର ମଧ୍ୟରେ ବିତରଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନିଜ ନିଜର ସବୁ ସମ୍ପତ୍ତି ଓ ଜିନିଷପତ୍ର ବିକି ଦେଲେ ଓ ସମସ୍ତ ଲୋକମାନଙ୍କୁ ସେମାନଙ୍କ ନିଜ ନିଜ ଆବଶ୍ୟକତା ଅନୁସାରେ ବାଣ୍ଟି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ಲೆ ಸೆತ್ ಅನಿ ತೆಂಚ್ಯಾಕ್ಡೆ ಹೊತ್ತಿ ಸಗ್ಳಿ ಸಾಮಾನಾ ಇಕುನ್ ಗಾವಲ್ಲೆ ಪೈಸೆ ಕೊನಾಕ್ ಗರಜ್ ಹಾಯ್ ತೆಂಕಾ ವಾಟುನ್ ದಿಯ್ತ್.