Acts 2:46 — Compare Translations

7 translations compared side by side

Odia - 1840
"ପ୍ରତିଦିନ ସମାନେେ ଏକାଠି ହାଇେ ଉପାସନା ମନ୍ଦିର ରେ ପରସ୍ପରକୁ ଭଟେୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ଯ ଏକ ଥିଲା। ସମାନେେ ସମାନଙ୍କେ ଘ ରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟ ରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୋଟୀ ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ଵରଙ୍କ ପ୍ରଶଂସା କରୁଥିଲେ ପ୍ରେରିତ. ୧:୧୪ ଲୂକ. ୨୪:୫୩
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପ୍ରତିଦିନ ଉପାସନା ମନ୍ଦିରରେ ଗୋଟିଏ ଦଳ ରୂପେ ଏକତ୍ରିତ ହେଉଥିଲେ ଏବଂ ଆନନ୍ଦ ମନରେ ଓ ନମ୍ରଚିତ୍ତରେ
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତିଦିନ ସେମାନେ ଏକାଠି ହୋଇ ଉପାସନା ମନ୍ଦିରରେ ପରସ୍ପରକୁ ଭେଟୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ୟ ଏକ ଥିଲା। ସେମାନେ ସେମାନଙ୍କ ଘରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ବରଙ୍କ ପ୍ରଶଂସା କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ୱରଙ୍କ ପ୍ରଶଂସା କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸದ್ದಿಚ್ ತೆನಿ ಜಮಾ ಹೊವ್ನ್ ದೆವಾಚ್ಯಾ ಗುಡಿತ್ ಎಕ್ವಟ್ಟಾನಿ ಯೆಯ್ತ್ ಅನಿ ಅಪ್ಲ್ಯಾ ಘರಾತ್ನಿ ಎಕುಚ್ ಕಡೆ ಮಿಳುನ್ ಜೆವಾನ್ ಕರಿತ್, ಕುಶಿನ್ ಅನಿ ಖಾಲ್ತಿ ಹೊವ್ನ್ ಚಲ್ತಲ್ಯಾ ಮನಾನಿ ಜೆವಾನ್ ಕರಿತ್,