Acts 2:5 — Compare Translations

7 translations compared side by side

Odia - 1840
"ସେ ସମୟରେ ପୃଥିବୀର ସବୁ ଦେଶରୁ ଯିହୂଦୀ ଭକ୍ତମାନେ ଆସି ୟିରୂଶାଲମ ରେ ରହୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ଆକାଶର ନିମ୍ନସ୍ଥିତ ପ୍ରତ୍ୟେକ ଜାତିରୁ ଆଗତ ହୋଇ ଯିରୂଶାଲମରେ ବାସ କରୁଥିବା ଭକ୍ତ ଯିହୁଦୀମାନେ ସେ ପାଖରେ ଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ପୃଥିବୀର ବିଭିନ୍ନ ଦେଶରୁ ଆସିଥିବା ଇହୁଦୀ ଭକ୍ତମାନେ ସେତେବେଳେ ଯିରୂଶାଲମରେ ଉପସ୍ଥିତ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ପୃଥିବୀର ସବୁ ଦେଶରୁ ଯିହୂଦୀ ଭକ୍ତମାନେ ଆସି ଯିରୁଶାଲମରେ ରହୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୁଦୀମାନେ ଆସି ଯିରୂଶାଲମ ସହରରେ ବାସ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୂଦୀମାନେ ଆସି ଯିରୂୂଶାଲମରେ ବାସ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೈ ಭಕ್ತಿವಂತ್ ಹೊತ್ತಿ ಜುದೆವಾಂಚಿ ಲೊಕಾ ತ್ಯಾ ವೆಳಾರ್ ಜೆರುಜಲೆಮಾತ್ ಹೊತ್ತಿ, ತೆಂಚ್ಯಾತ್ ಜಗಾತ್ಲ್ಯಾ ಹರ್ ಎಕ್ ದೆಶ್ಯಾಕ್ನಾ ಯೆಲ್ಲಿ ಲೊಕಾಬಿ ಹೊತ್ತಿ, ತೊ ಆವಾಜ್ ಯೆಲ್ಲ್ಯಾ ತನ್ನಾ ಥೈ ಲೈ ಲೊಕಾ ಗೊಳಾ ಹೊಲ್ಲಿ ಹೊತ್ತಿ.