Acts 2:7 — Compare Translations

7 translations compared side by side

Odia - 1840
"ଏଥି ରେ ଯିହୂଦୀମାନେ ଆଶ୍ଚର୍ୟ୍ଯ ହାଇେ ପରସ୍ପର ମଧିଅରେ କଥାବାର୍ତ୍ତା ହେଲେ, ଦେଖ, ଏହିପରି କଥା କହିଥିବା ଏହି ସମସ୍ତ ଲୋକେ ଗାଲିଲୀର ନୁହଁନ୍ତି କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆଚମ୍ଵିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ, ଏହି ଯେଉଁ ଲୋକମାନେ କଥା କହୁଅଛନ୍ତି, ସେମାନେ କଅଣ ଗାଲିଲୀୟ ନୁହନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ହତବୁଦ୍ଧି ଓ ବିସ୍ମିତ ହୋଇ ସେମାନେ ପଚାରିଲେ, “ଏ ପ୍ରକାର କଥା କହୁଥିବା ଏ ଲୋକମାନେ କ’ଣ ଗାଲିଲୀୟ ନୁହଁନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଯିହୂଦୀମାନେ ଆଶ୍ଚର୍ଯ୍ୟ ହୋଇ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ, “ଦେଖ, ଏହିପରି କଥା କହିଥିବା ଏହି ସମସ୍ତ ଲୋକେ ଗାଲିଲୀର ନୁହନ୍ତି କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆଚମ୍ଭିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ, ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କଅଣ ଗାଲିଲୀୟ ନୁହଁନ୍ତି?
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆଚମ୍ବିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ,ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କ'ଣ ଗାଲିଲୀୟ ନୁହଁନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತಿ ಲೊಕಾ ಅಜಾಪ್ ಹೊವ್ನ್ ಮಟ್ಲ್ಯಾನಿ; “ಹಿ ಬೊಲುಕ್ ಲಾಗಲ್ಲಿ ಲೊಕಾ ಗಾಲಿಲಿಯಾತ್ಲಿ ಲೊಕಾ ನ್ಹಯ್ ಕಾಯ್?”