Acts 2:8 — Compare Translations

7 translations compared side by side

Odia - 1840
"କିନ୍ତୁ ଆମ୍ଭମାନେେ ସମାନଙ୍କେୁ ଆମ୍ଭ ମାତୃଭାଷା ରେ କଥା କହିବାର କିପରି ଶୁଣୁଛୁ? ଏହା କିପରି ସମ୍ଭବ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ, ଆମ୍ଭେମାନେ କିପରି ପ୍ରତ୍ୟେକ ଜଣ ଆପଣା ଆପଣା ଜନ୍ମଭୂମିର ଭାଷାରେ କଥା ଶୁଣୁଅଛୁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ହେଲେ ଆମେ ସମସ୍ତେ କିପରି ସେମାନଙ୍କୁ ଆମ ନିଜ ନିଜ ଭାଷାରେ କଥା କହୁଥିବା ଶୁଣିଛୁ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେମାନେ ସେମାନଙ୍କୁ ଆମ୍ଭ ମାତୃଭାଷାରେ କଥା କହିବାର କିପରି ଶୁଣୁଛୁ? ଏହା କିପରି ସମ୍ଭବ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ, ଆମ୍ଭେମାନେ କିପରି ପ୍ରତ୍ୟେକ ଜଣ ଆପଣା ଆପଣା ଜନ୍ମଭୂମିର ଭାଷାରେ କଥା ଶୁଣୁଅଛୁ?
Odia IRV 2017 (ଓଡିଆ ବାଇବେଲ)
ତେବେ, ଆମ୍ଭେମାନେ କିପରି ପ୍ରତ୍ୟେକ ଜଣ ଆପଣା ଆପଣା ଜନ୍ମଭୂମିର ଭାଷାରେ କଥା ଶୁଣୁଅଛୁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಸ್ವತಾಚ್ಯಾ ಗಾಂವಾಚಿ ಬಾಶಾ ತೆನಿ ಬೊಲ್ತಲ್ಯಾ ಸಾರ್ಕೆ ಅಮ್ಕಾ ಆಯ್ಕುಕ್ ಲಾಗ್ಲಾ ಹೆ ಸಗ್ಳೆ ಕಶೆ ಹೊಲೆ?