Acts 2:9 — Compare Translations
7 translations compared side by side
Odia - 1840
"ଆମ୍ଭେ ଏଠାରୁ ଭିନ୍ନ ଭିନ୍ନ ସ୍ଥାନରୁ ଆସିଛୁ। ପାର୍ଥୀୟ, ମାଦୀୟ ଓ ଏଲାମୀୟ ପୁଣି ମସପେତାମିଆର ଲୋକମାନେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି ମେସପତାମିଆ, ଯିହୁଦା ଦେଶ ଓ କାପ୍ପାଦକିଆ, ପ; ଓ ଆସିଆ,
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ୍ଭେମାନେ ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି ମେପପଟାମିଆ, ଯିହୁଦା ଦେଶ ଓ କାପ୍ପାଦକିଆ, ପନ୍ତ ଓ ଆସିୟା,
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଏଠାକୁ ଭିନ୍ନ ଭିନ୍ନ ସ୍ଥାନରୁ ଆସିଛୁ। ପାର୍ଥୀୟ, ମାଦୀୟ ଓ ଏଲାମୀୟ ପୁଣି ମେସପତାମିଆର ଲୋକମାନେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସୋପଟାମିଆ, ଯିହୂଦିୟା ପ୍ରଦେଶ, କାପ୍ପାଦକିଆ, ପନ୍ତ ଓ ଏସିଆ,
Odia IRV 2017 (ଓଡିଆ ବାଇବେଲ)
ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସପଟାମିଆ, ଯିହୂଦା ଦେଶ ଓ କାପ୍ପାଦକିଆ, ପନ୍ତ ଓ ଆସିଆ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಸಗ್ಳೆ ಖಲ್ಯಾ ಖಲ್ಯಾ ಗಾಂವಾಂಚೆ ಮಟ್ಲ್ಯಾರ್, ಪಾರ್ಥಿಯಾತ್ಲೆ, ಮೆದಿಯಾತ್ಲೆ, ಎಲಾಮಾತ್ಲೆ, ಮೆಸಾಪೊತಾಮಿಯಾತ್ಲೆ, ಜುದೆಯಾತ್ಲೆ, ಕಪ್ಪದೊಸಿಯಾತ್ಲೆ, ಪೊಂತ್ಯಾತ್ಲೆ, ಎಶ್ಯಾತ್ಲೆ,