Acts 20:10 — Compare Translations

7 translations compared side by side

Odia - 1840
"ପାଉଲ ତଳକୁ ଆସି ଆଣ୍ଠଇେ ପଡ଼ିଲେ, ଓ ତାହାକୁ ନିଜ ହାତ ରେ ଟକେି ନେଲେ ଓ କହିଲେ, ତୁମ୍ଭମାନେେ ବ୍ଯସ୍ତ ହୁଅ ନାହିଁ। ସେ ଏବେ ଜୀବିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପାଉଲ ତଳକୁ ଓହ୍ଲାଇଆସି ତାʼ ଉପରେ ପଡ଼ି ତାକୁ ଆଲିଙ୍ଗନ କରି କହିଲେ, କୋଳାହଳ କର ନାହିଁ, କାରଣ ଏହାଠାରେ ଜୀବନ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପାଉଲ ତଳକୁ ଓହ୍ଲାଇ ଆସି ତାକୁ କୁଣ୍ଢାଇ ଧରି କହିଲେ, “ବ୍ୟସ୍ତ ହୁଅ ନାହିଁ। ସେ ବଞ୍ଚିଛି।”
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ତଳକୁ ଆସି ଆଣ୍ଠେଇ ପଡ଼ିଲେ, ଓ ତାହାକୁ ନିଜ ହାତରେ ଟେକିନେଲେ ଓ କହିଲେ, “ତୁମ୍ଭେମାନେ ବ୍ୟସ୍ତ ହୁଅ ନାହିଁ। ସେ ଏବେ ଜୀବିତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାଉଲ ସେଥିରେ ତଳକୁ ଓହ୍ଲାଇ ଆସି ତାହା ଉପରେ ପଡ଼ି ତାହାକୁ ଆଲିଙ୍ଗନ କରି କହିଲେ, କୋଳାହଳ କର ନାହିଁ, କାରଣ ଏହାଠାରେ ଜୀବନ ଅଛି।
Odia IRV 2017 (ଓଡିଆ ବାଇବେଲ)
ପାଉଲ ସେଥିରେ ତଳକୁ ଓହ୍ଲାଇ ଆସି ତାହା ଉପରେ ପଡି ତାହାକୁ ଆଲିଙ୍ଗନ କରି କହିଲେ, କୋଳାହଳ କର ନାହିଁ, କାରଣ ଏହାଠାରେ ଜୀବନ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ಖಾಲ್ತಿ ಉತ್ರುನ್ ಜಾವ್ನ್ ತೆಕಾ ಟೆಕ್ಕೊ ಮಾರುನ್ ಧರುನ್ ಘೆವ್ನ್ “ಚಿಂತಾ ಕರುನಕಾಸಿ ತೊ ಝಿತ್ತೊ ಹೊಲಾ” ಮಟ್ಲ್ಯಾನ್.