Acts 20:15 — Compare Translations
7 translations compared side by side
Odia - 1840
"ତହିଁ ଆରଦିନ ଆମ୍ଭେ ସଠାରୁେ ଜାହାଜ ରେ ଖିଅ ଉପଦ୍ବୀପ ସାମନା ରେ ଆସି ପହଞ୍ଚିଲୁ। ତା'ପରେ ଦ୍ବିତୀୟ ଦିନ ଆମ୍ଭେ ମିଳିତ ନଗର ରେ ପହଞ୍ଚିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖିଅ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ଵିତୀୟ ଦିନରେ ସାମରେ ଜାହାଜ ଲଗାଇଲୁ ଓ ତହିଁ ଆରଦିନ ମୀଲୀତରେ ପହଞ୍ଚିଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରୁ ପୁଣି ଯାତ୍ରା କରି ତହିଁ ଆରଦିନ ଖିଅସ୍ ନିକଟରେ ପହଞ୍ଚିଲୁ। ଆଉ ଦିନକ ପରେ ଆମେ ସାମୋସ୍ରେ ପହଞ୍ଚି, ତା’ ପରଦିନ ମିଲୀଟସରେ ପହଞ୍ଚିଲୁ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁ ଆରଦିନ ଆମ୍ଭେ ସେଠାରୁ ଜାହାଜରେ ଖିଅ ଉପଦ୍ୱୀପ ସାମନାରେ ଆସି ପହଞ୍ଚିଲୁ। ତା’ପରେ ଦ୍ୱିତୀୟ ଦିନ ଆମ୍ଭେ ମିଳିତ ନଗରରେ ପହଞ୍ଚିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ଦ୍ୱୀପ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମ ଦ୍ୱୀପରେ ଲଗାଇଲୁ ଓ ଆରଦିନ ମୀଲୀତ ସହରରେ ପହଞ୍ଚିଲୁ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମରେ ଲଗାଇଲୁ ଓ ଆରଦିନ ମୀଲୀତରେ ପହଞ୍ଚିଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜಾವ್ಕ್ಲಾಗಲೆ ಅಮಿ ದುಸ್ರ್ಯಾ ದಿಸಿ ಖಿಯೊಸ್ ದ್ವಿಪಾಚ್ಯಾ ಇದ್ರಾಕ್ ಹೊತ್ಯಾ ಜಾಗ್ಯಾಕ್ ಯೆಲಾಂವ್, ತೆಚ್ಯಾ ದುಸ್ರೆ ದಿಸಿ ಸಾಮಾಸಾಕ್ ಪಾಲ್ಲ್ಯಾಂವ್, ಅನಿ ತೆಚ್ಯಾ ದುಸ್ರೆ ದಿಸಿ ಮಿಲೆತಾತ್ ಯೆವ್ನ್ ಪಾಲ್ಲ್ಯಾಂವ್.