Acts 20:16 — Compare Translations
7 translations compared side by side
Odia - 1840
"ପାଉଲ ଏସିଆ ରେ ଅଧିକ ସମୟ ରହିବାପାଇଁ ଇଚ୍ଛା କରୁ ନଥିଲେ। ସେ ଏଫିସ ରେ ନ ଅଟକିବା ପାଇଁ ନିର୍ଣ୍ଣୟ କଲେ। ସମ୍ଭବ ହେଲେ ସେ ପେଣ୍ଟିକଷ୍ଟ ଦିନ ସୁଦ୍ଧା ୟିରୂଶାଲମ ରେ ପହଞ୍ଚିବାପାଇଁ ତର ତର ହେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆସିଆରେ ଯେପରି ପାଉଲଙ୍କୁ ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ।। ଦିନରେ ଯିରୂଶାଲମରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆସିଆ ପ୍ରଦେଶରେ ଆଉ ଅଧିକ ସମୟ ଅତିବାହିତ ନ କରି ଏଫିସସ୍ କୂଳେ କୂଳେ ଜାହାଜ ଚଳାଇବାକୁ ପାଉଲ ସ୍ଥିର କଲେ। ଯଦି ସମ୍ଭବ ହୁଏ, ପେଣ୍ଟିକଷ୍ଟ ଦିନରେ ଯିରୂଶାଲମରେ ପହଞ୍ଚିବା ପାଇଁ ସେ ଉଦ୍ଗ୍ରୀବ ହେଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଏସିଆରେ ଅଧିକ ସମୟ ରହିବା ପାଇଁ ଇଚ୍ଛା କରୁ ନ ଥିଲେ। ସେ ଏଫିସରେ ନ ଅଟକିବା ପାଇଁ ନିର୍ଣ୍ଣୟ କଲେ। ସମ୍ଭବ ହେଲେ ସେ ପେଣ୍ଟିକଷ୍ଟ ଦିନ ସୁଦ୍ଧା ଯିରୁଶାଲମରେ ପହଞ୍ଚିବା ପାଇଁ ତର ତର ହେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପାଉଲଙ୍କ ଏସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୂଶାଲମ ସହରରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ପାଉଲଙ୍କ ଆସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୁଶାଲମରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ಆಶಿಯಾ ಪ್ರಾಂತ್ಯಾತ್ ಅಪ್ಲಿ ದಿಸಾ ಕಳ್ದುಕ್ ಮನ್ ನಸ್ತಾನಾ ಎಪೆಸಾ ಶಾರಾಕ್ ದಾಟುನ್ ಜಾವ್ಚೆ ಮನುನ್ ನಿರ್ಧಾರ್ ಕರ್ಲ್ಯಾನ್, ಕಶ್ಯಾಕ್ ಮಟ್ಲ್ಯಾರ್, ಹೊತಾ ತೊವ್ಡೆ ಲಗುನಾಚ್ ಪಂತೆಕೊಸ್ತಾ ದಿಸಿ ಜೆರುಜೆಲೆಮಾಕ್ ಜಾವ್ನ್ ಪಾವ್ನಾರ್ ಹೊತ್ತೊ.