Acts 20:17 — Compare Translations
7 translations compared side by side
Odia - 1840
"ପାଉଲ ମୀଲୀତଠାରୁ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚ଼ୀନମାନଙ୍କୁ ଡ଼କାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୀଲୀତରୁ ସେ ଏଫିସକୁ ଲୋକ ପଠାଇ ମଣ୍ତଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଫିସୀୟ ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାମାନଙ୍କୁ ତାଙ୍କ ସହିତ ସାକ୍ଷାତ କରିବା ପାଇଁ ପାଉଲ ଡକାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କର ଏଫିସ ନଗରର ପ୍ରାଚୀନ ଲୋକଙ୍କ ସହିତ କଥାବାର୍ତ୍ତା ପାଉଲ ମୀଲୀତଠାରୁ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୀଲୀତରୁ ସେ ଏଫିସ ସହରକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ମୀଲୀତରୁ ସେ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ಮಿಲೆತಾಕ್ನಾ ತಾಂಡ್ಯಾಚ್ಯಾ ಮುಂಖಡಾಕ್ನಿ ಅಪ್ನಾಕ್ ಭೆಟುಚೆ ಮನುನ್ ಖಬರ್ ಧಾಡುನ್ ಅಪ್ನಾಕ್ಡೆ ಬಲ್ವುಲ್ಯಾನ್.