Acts 20:18 — Compare Translations

7 translations compared side by side

Odia - 1840
"ସେ ସମାନଙ୍କେୁ ଆସି ପହଞ୍ଚିବା ପରେ କହିଲେ, ମୁଁ ଏସିଆ ରେ ପହଞ୍ଚିବାର ପ୍ରଥମ ଦିନଠାରୁ ତୁମ୍ଭମାନଙ୍କ ପାଖ ରେ ଅଛି। ତୁମ୍ଭମାନଙ୍କ ସହିତ ରହିଲା ବେଳେ ମୁଁ କିଭଳି ଜୀବନଯାପନ କରିଛି, ତାହା ତୁମ୍ଭମାନେେ ଜାଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ ସେ ସେମାନଙ୍କୁ କହିଲେ, ଆସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଆସି ଉପସ୍ଥିତ ହେବାରୁ ପାଉଲ କହିଲେ, “ଆସିଆ ପ୍ରଦେଶରେ ପହଞ୍ଚିବାର ପ୍ରଥମ ଦିନଠାରୁ ମୁଁ କିପରି ତୁମ୍ଭମାନଙ୍କ ସହିତ ଅଧିକାଂଶ ସମୟ ଅତିବାହିତ କରିଛି, ତାହା ତୁମ୍ଭେମାନେ ଜାଣ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସେମାନଙ୍କୁ ଆସି ପହଞ୍ଚିବା ପରେ କହିଲେ, “ମୁଁ ଏସିଆରେ ପହଞ୍ଚିବାର ପ୍ରଥମ ଦିନଠାରୁ ତୁମ୍ଭମାନଙ୍କ ପାଖରେ ଅଛି। ତୁମ୍ଭମାନଙ୍କ ସହିତ ରହିଲା ବେଳେ ମୁଁ କିଭଳି ଜୀବନଯାପନ କରିଛି, ତାହା ତୁମ୍ଭେମାନେ ଜାଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କୁ କହିଲେ, ଏସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି,
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କୁ କହିଲେ, ଆସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಎಶ್ಯಾ ಸಿಮೆತ್ ಪಾಯ್ ಥವಲ್ಯಾ ಅದ್ದಿಚ್ಯಾ ದಿಸಾಕ್ನಾ ತುಮ್ಚ್ಯಾ ವಾಂಗ್ಡಾ ಹೊತ್ತ್ಯಾ ಸಗ್ಳ್ಯಾ ಯೆಳಾರ್ಬಿ ಕಸೊ ರ್‍ಹಾಲೊ ಅನಿ ಕಸೊ ಎಳ್ ಕಳದ್ಲೊ ಮನ್ತಲೆ ತುಮ್ಕಾ ಗೊತ್ತ್ ಹಾಯ್.