Acts 20:19 — Compare Translations
7 translations compared side by side
Odia - 1840
"ଯିହୂଦୀମାନେ ମାେ ବିରୁଦ୍ଧ ରେ ବହୁତ ଷଡ଼ୟନ୍ତ୍ର କରିଛନ୍ତି। ସମାନେେ ମାେତେ ବହୁତ ଅସୁବିଧା ରେ ପକାଇଛନ୍ତି। ତଥାପି ମୁଁ ସମ୍ପୂର୍ଣ୍ଣ ନମ୍ରତାର ସହିତ ଅଶ୍ରୁପାତ କରି ପ୍ରଭୁଙ୍କର ସବୋ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମ୍ପୂର୍ଣ୍ଣ ନମ୍ର ମନରେ ଅଶ୍ରୁପାତ ସହିତ ଯିହୁଦୀ-ମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହିସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦୀମାନଙ୍କ ଷଡ଼ଯନ୍ତ୍ର ଲାଗି ମୋତେ ଯେଉଁ ସବୁ ଦୁଃଖକଷ୍ଟ ଭୋଗ କରିବାକୁ ପଡ଼ିଲା, ତା’ ଭିତରେ ମୁଁ ଈଶ୍ୱରଙ୍କ ସେବକ ରୂପେ ଅଶ୍ରୁପାତ କରି ନମ୍ରତାର ସହିତ ମୋର କାର୍ଯ୍ୟ କରି ଯାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ମୋ’ ବିରୁଦ୍ଧରେ ବହୁତ ଷଡ଼ଯନ୍ତ୍ର କରିଛନ୍ତି। ସେମାନେ ମୋତେ ବହୁତ ଅସୁବିଧାରେ ପକାଇଛନ୍ତି। ତଥାପି ମୁଁ ସମ୍ପୂର୍ଣ୍ଣ ନମ୍ରତାର ସହିତ ଅଶ୍ରୁପାତ କରି ପ୍ରଭୁଙ୍କର ସେବା କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଶ୍ରୁପାତ ସହିତ ସମ୍ପୂର୍ଣ୍ଣ ନମ୍ର ମନରେ ଯିହୁଦୀମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ, ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହିସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,
Odia IRV 2017 (ଓଡିଆ ବାଇବେଲ)
ଅଶ୍ରୁପାତ ସହିତ ସମ୍ପୂର୍ଣ୍ଣ ନମ୍ର ମନରେ ଯିହୂଦୀମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ, ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହି ସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾಂಚ್ಯಾ ಲೊಕಾನಿ ಮಾಕಾ ವಿರೊದ್ ಹೊವ್ನ್ ಕರಲ್ಲ್ಯಾ ಘುಟ್ಟಾನಿ ಡೊಳ್ಯಾತ್ನಿ ಪಾನಿ ಘಾಲುನ್ಗೆತ್ ಧನಿಯಾಚ್ಯಾ ಸೆವಕಾನ್ ಸಾರ್ಕೆ ಮಾಜೆ ಕಾಮ್ ಕರುನ್ಗೆತ್ ಹಾಯ್.