Acts 20:2 — Compare Translations
7 translations compared side by side
Odia - 1840
"ସହେି ଅଞ୍ଚଳ ଦଇେ ୟିବା ବେଳେ ଯୀଶୁଙ୍କ ଅନୁଗାମୀ ଲୋକମାନଙ୍କୁ ବଳ ପ୍ରଦାନ କରିବା ପାଇଁ ସେ ସମାନଙ୍କେୁ ଉତ୍ସାହଜନକ କଥା କହିଲେ। ତାପରେ ସେ ଗ୍ରୀସ ରେ ପହନ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମସ୍ତ ଅଞ୍ଚଳ ଦେଇ ଯାତ୍ରା କରି ସେ ଶିଷ୍ୟମାନଙ୍କୁ ବହୁତ ଉତ୍ସାହ ଦେବା ଉତ୍ତାରେ ଗ୍ରୀସ୍କୁ ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସବୁ ଅଞ୍ଚଳ ଦେଇ ଯାତ୍ରା କଲେ ଓ ଅନେକ ଉପଦେଶ ଦେଇ ଲୋକମାନଙ୍କୁ ଉତ୍ସାହିତ ଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଅଞ୍ଚଳ ଦେଇ ଯିବା ବେଳେ ଯୀଶୁଙ୍କ ଅନୁଗାମୀ ଲୋକମାନଙ୍କୁ ବଳ ପ୍ରଦାନ କରିବା ପାଇଁ ସେ ସେମାନଙ୍କୁ ଉତ୍ସାହଜନକ କଥା କହିଲେ। ତା’ପରେ ସେ ଗ୍ରୀସ୍ରେ ପହଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମସ୍ତ ଅଞ୍ଚଳ ଦେଇ ଯାତ୍ରା କରି ସେ ଶିଷ୍ୟମାନଙ୍କୁ ବହୁତ ଉତ୍ସାହ ଦେବା ପରେ ଗ୍ରୀସ୍କୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମସ୍ତ ଅଞ୍ଚଳ ଦେଇ ଯାତ୍ରା କରି ସେ ଶିଷ୍ୟମାନଙ୍କୁ ବହୁତ ଉତ୍ସାହ ଦେବା ପରେ ଗ୍ରୀସ୍କୁ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ತ್ಯಾ ಶಾರಾತ್ನಿ ಫಿರುನ್ಗೆತ್ ಉಲ್ಲ್ಯಾ ಗಾಂವಾಕ್ನಿ ಭೆಟ್ಲ್ಯಾನ್, ಜೆಜುಚ್ಯಾ ಶಿಸಾಕ್ನಿ ಉಲ್ಲಿ ಸಂಗ್ತಿಯಾ ಸಾಂಗುನ್ ಬಳ್ ದಿಲ್ಲ್ಯಾನ್, ಮಾನಾ ಪಾವ್ಲು ಗ್ರಿಸಿ ಮನ್ತಲ್ಯಾ ಅಖಾಯಿಯಾಕ್ ಗೆಲೊ.