Acts 20:21 — Compare Translations
7 translations compared side by side
Odia - 1840
"ମୁଁ ଯିହୂଦୀ ଓ ଗ୍ରୀକ ଏବଂ ସମସ୍ତ ଲୋକମାନଙ୍କୁ ମନ ପରିବର୍ତ୍ତନ କରି ପରମେଶ୍ବରଙ୍କ ନିକଟକୁ ଆସିବା ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କଠା ରେ ବିଶ୍ବାସ କରିବା ନିମନ୍ତେ ଚେ଼ତାଇ ଦଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଈଶ୍ଵରଙ୍କ ପ୍ରତି ମନ ପରିବର୍ତ୍ତନ, ପୁଣି ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ପ୍ରତି ବିଶ୍ଵାସ ବିଷୟରେ ଯିହୁଦୀ ଓ ଗ୍ରୀକ୍ମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲି ତାହା ତୁମ୍ଭେମାନେ ଜାଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦୀ ଓ ଅଣଇହୁଦୀ ସମସ୍ତଙ୍କୁ ମୁଁ ଦୃଢ଼ ସତର୍କ ବାଣୀ ଶୁଣାଇଥିଲି ଯେ, ସେମାନେ ପାପରୁ ବିମୁଖ ହୋଇ ଈଶ୍ୱରଙ୍କ ପ୍ରତି ମନ ଫେରାଇବେ ଏବଂ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯିହୂଦୀ ଓ ଗ୍ରୀକ ଏବଂ ସମସ୍ତ ଲୋକମାନଙ୍କୁ ମନ ପରିବର୍ତ୍ତନ କରି ପରମେଶ୍ୱରଙ୍କ ନିକଟକୁ ଆସିବା ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିବା ନିମନ୍ତେ ଚେତାଇ ଦେଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କ ପ୍ରତି ମନ-ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୁଦୀ ଓ ଗ୍ରୀକ୍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ।
Odia IRV 2017 (ଓଡିଆ ବାଇବେଲ)
ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଈଶ୍ୱରଙ୍କ ପ୍ରତି ମନ ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୂଦୀ ଓ ଗ୍ରୀକ୍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି,ତାହା ତୁମ୍ଭେମାନେ ଜାଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಜುದೆವಾಕ್ನಿ ಅನಿ ಗ್ರಿಕಾಂಚ್ಯಾ ಲೊಕಾಕ್ನಿ ತೆನಿ ಪಾಪ್ ಸೊಡುನ್ ದೆವಾಕ್ಡೆ ಪರ್ತುನ್ ಯೆವ್ಚೆ, ಅನಿ ಧನಿಯಾ ಜೆಜುಚ್ಯಾ ವರ್ತಿ ವಿಶ್ವಾಸ್ ಥವ್ಚೆ ಮನುನ್ ಸಾಂಗ್ಲಾ.