Acts 20:22 — Compare Translations
7 translations compared side by side
Odia - 1840
"କିନ୍ତୁ ମୁଁ ବର୍ତ୍ତମାନ ପବିତ୍ର ଆତ୍ମାଙ୍କର ବଧ୍ଯ ହାଇେ ୟିରୁଶାଲମକୁ ଯାଉଛି। ମୁଁ ଜାଣିନାହିଁ, ମାରେ ସଠାେରେ କ'ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଦେଖ, ମୁଁ ଆତ୍ମାରେ ବାଧ୍ୟ ହୋଇ ଯିରୂଶାଲମକୁ ଯାଉଅଛି, ସେ ସ୍ଥାନରେ ମୋ ପ୍ରତି କʼଣ କʼଣ ଘଟିବ, ତାହା ମୁଁ ଜାଣେ ନାହିଁ; କେବଳ ଏତିକି ଜାଣେ,
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ ପବିତ୍ରଆତ୍ମାଙ୍କର ନିର୍ଦ୍ଦେଶ ପାଳନ କରି ମୁଁ ଯିରୂଶାଲମକୁ ଯାଉଛି - ଜାଣେନା ସେଠାରେ ମୋର କଅଣ ହେବ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ମୁଁ ବର୍ତ୍ତମାନ ପବିତ୍ରଆତ୍ମାଙ୍କର ବାଧ୍ୟ ହୋଇ ଯିରୁଶାଲମକୁ ଯାଉଛି। ମୁଁ ଜାଣି ନାହିଁ, ମୋର ସେଠାରେ କ’ଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଦେଖ, ମୁଁ ଆତ୍ମାରେ ପ୍ରେରଣା ପାଇ ଯିରୂଶାଲମ ସହରକୁ ଯାଉଅଛି, ସେ ସ୍ଥାନରେ ମୋ ପ୍ରତି କଅଣ ସବୁ ଘଟିବ, ତାହା ମୁଁ ଜାଣେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଏବେ ଦେଖ, ମୁଁ ଆତ୍ମାରେ ପ୍ରେରଣା ପାଇ ଯିରୂଶାଲମକୁ ଯାଉଅଛି, ସେ ସ୍ଥାନରେ ମୋ ପ୍ରତି କ'ଣ ସବୁ ଘଟିବ, ତାହା ମୁଁ ଜାଣେ ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅತ್ತಾ ಮಿಯಾ ಪವಿತ್ರ್ ಆತ್ಮ್ಯಾಕ್ ಮಾನುನ್ ಘೆವ್ನ್ ಜೆರುಜಲೆಮಾಕ್ ಜಾವ್ಕ್ ಲಾಗ್ಲಾ, ಮಾಜ್ಯಾ ವಾಂಗ್ಡಾ ಕಾಯ್ ಹೊತಾ ಮನ್ತಲೆ ಮಾಕಾ ಗೊತ್ತ್ ನಾ.