Acts 20:23 — Compare Translations

7 translations compared side by side

Odia - 1840
"ମାେତେ ପବିତ୍ର ଆତ୍ମା ଜଣାଉଅଛନ୍ତି ଯେ ପ୍ରତି ନଗର ରେ ମୁଁ କାରାବରଣ ଓ ଅସୁବିଧା ଭୋଗ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପାଇଁ ଯେ ବନ୍ଧନ ଓ କ୍ଳେଶ ରହିଅଛି, ଏହା ପବିତ୍ର ଆତ୍ମାରେ ନଗରେ ନଗରେ ମୋତେ ସାକ୍ଷ୍ୟ ଦେଉଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପବିତ୍ରଆତ୍ମା ମୋତେ ସତର୍କ କରିଦେଇଛନ୍ତି ଯେ ପ୍ରତି ନଗରରେ ମୁଁ କାରାବରଣ କରି କଷ୍ଟଭୋଗ କରିବି।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ପବିତ୍ରଆତ୍ମା ଜଣାଉଅଛନ୍ତି ଯେ ପ୍ରତି ନଗରରେ ମୁଁ କାରାବରଣ ଓ ଅସୁବିଧା ଭୋଗ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋ ପାଇଁ ଯେ ବନ୍ଧନ ଓ କ୍ଲେଶ ରହିଅଛି, କେବଳ ଏତିକି ଜାଣେ, ଏହା ପବିତ୍ର ଆତ୍ମା ନଗରେ ନଗରେ ସାକ୍ଷ୍ୟ ଦେଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋ ପାଇଁ ଯେ ବନ୍ଧନ ଓ କ୍ଲେଶ ରହିଅଛି, କେବଳ ଏତିକି ଜାଣେ, ଏହା ପବିତ୍ର ଆତ୍ମା ନଗରେ ନଗରେ ସାକ୍ଷ୍ୟ ଦେଉଅଛନ୍ତି
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹರ್ ಎಕ್ ಬಂಧಿಖಾನೊ ಅನಿ ತರಾಸಾ ತುಜಿ ವಾಟ್ ರಾಕಿತ್ ಹಾತ್ ಮನುನ್ ಪವಿತ್ರ್ ಆತ್ಮೊ ಮಾಕಾ ಹುಶ್ಯಾರ್ಕಿ ದಿಯ್ತ್ ಹೊತ್ತೊ.