Acts 20:24 — Compare Translations
7 translations compared side by side
Odia - 1840
"କିନ୍ତୁ, ମୁଁ ପ୍ରଭୁ ଯୀଶୁଙ୍କଠାରୁ ପରମେଶ୍ବରଙ୍କ ଅନୁଗ୍ରହଜନକ ସୁସମାଚ଼ାର ଘାଷେଣା କରିବାର ଯେଉଁ କାର୍ୟ୍ଯ ଓ ସବୋ ପଦ ପାଇଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ପ୍ରାଣପଣେ ଚେ଼ଷ୍ଟା କରୁଛି। ଏଥିପାଇଁ ମାେ ନିଜର ଜୀବନକୁ ନିତାନ୍ତ ମୂଲ୍ଯହୀନ ମଣୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ି ପାରେ, ଆଉ ଈଶ୍ଵରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯେଉଁ ସେବାର କାର୍ଯ୍ୟ ପ୍ରଭୁ ଯୀଶୁଙ୍କଠାରୁ ପାଇଅଛିଦ ତାହା ସଂପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ନଗଣ୍ୟ ମନେ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମୋ’ ପାଇଁ ମୋ’ ନିଜ ଜୀବନକୁ ମୁଁ ନଗଣ୍ୟ ମନେ କରେ। ଈଶ୍ୱରଙ୍କ ଅନୁଗ୍ରହ ବିଷୟରେ ପ୍ରଭୁ ଯୀଶୁ ଯେଉଁ ବାର୍ତ୍ତା ଘୋଷଣା କରିବା ପାଇଁ ମୋତେ ଦାୟିତ୍ୱ ଦେଇଛନ୍ତି, ତାହା ପୂରଣ କରି ମୋର ପ୍ରଚାର କାର୍ଯ୍ୟ ସଂପୂର୍ଣ୍ଣ କରିବି - ଏତିକି କେବଳ ମୋର ଇଚ୍ଛା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ, ମୁଁ ପ୍ରଭୁ ଯୀଶୁଙ୍କଠାରୁ ପରମେଶ୍ୱରଙ୍କ ଅନୁଗ୍ରହଜନକ ସୁସମାଗ୍ଭର ଘୋଷଣା କରିବାର ଯେଉଁ କାର୍ଯ୍ୟ ଓ ସେବା ପଦ ପାଇଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ପ୍ରାଣପଣେ ଚେଷ୍ଟା କରୁଛି। ଏଥିପାଇଁ ମୋ’ ନିଜର ଜୀବନକୁ ନିତାନ୍ତ ମୂଲ୍ୟହୀନ ମଣୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ୱରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಾಯ್ ಬಿ ಹೊಂವ್ದಿತ್, ಮಿಯಾ ಮಾಜ್ಯಾ ಸ್ವತಾಚ್ಯಾ ಜಿವಾಚ್ಯಾ ವಿಶಯಾತ್ ಚಿಂತಾ ಕರಿನಾ ಮಾಕಾ ಧನಿಯಾ ಜೆಜುನ್ ದಿಲ್ಲಿ ಎಕುಚ್ ಗುರಿ ಹಾಯ್, ಮಾಜೆ ಪಳಾಪ್ ಮಿಯಾ ಪಳುನ್ ಸಾರುಚೆ, ತೆ ದೆವಾಚ್ಯಾ ಬರ್ಯಾ ಖಬ್ರೆಚ್ಯಾ ಕುರ್ಪೆಕ್ ಸಾಕ್ಷಿ ಹೊತಲ್ಲೆ ಹೊವ್ನ್ ಹಾಯ್.