Acts 20:25 — Compare Translations

7 translations compared side by side

Odia - 1840
"ମୁଁ ଯେଉଁମାନଙ୍କ ନିକଟରେ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ ଘୋଷଣା କରିଥିଲି, ଅର୍ଥାତ୍ ତୁମ୍ଭମାନେେ ତୁମ୍ଭମାନଙ୍କ ମଧ୍ଯରୁ କହେି ହେଲେ ବର୍ତ୍ତମାନଠାରୁ ମାେତେ ଆଉ କବେେ ହେଲେ ଦେଖିବାକୁ ପାଇବ ନାହିଁ, ଏହା ମୁଁ ଜାଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଈଶ୍ଵରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ତୁମ୍ଭେମାନେ ଆଉ ମୋର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଈଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରଚାର କରିବା ପାଇଁ ମୁଁ ତୁମ ସମସ୍ତଙ୍କ ନିକଟକୁ ଯାଇଛି। ବର୍ତ୍ତମାନ ମୁଁ ଜାଣେ ଯେ, ତୁମ ମଧ୍ୟରୁ କେହି ମୋତେ ଆଉ ଥରେ ଦେଖିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଯେଉଁମାନଙ୍କ ନିକଟରେ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ଘୋଷଣା କରିଥିଲି, ଅର୍ଥାତ୍ ତୁମ୍ଭେମାନେ, ତୁମ୍ଭମାନଙ୍କ ମଧ୍ୟରୁ କେହିହେଲେ ବର୍ତ୍ତମାନଠାରୁ ମୋତେ ଆଉ କେବେ ହେଲେ ଦେଖିବାକୁ ପାଇବ ନାହିଁ, ଏହା ମୁଁ ଜାଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଈଶ୍ବରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ଆଉ ମୋହର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଈଶ୍ୱରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ଆଉ ମୋହର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಅತ್ತಾ ಮಾಜ್ಯಾಕ್ಡೆ ಆಯ್ಕಾ ತುಮ್ಚೊ ಎಕ್ಲೊಬಿ ಮಾಕಾ ಅನಿ ಕನ್ನಾಬಿ ಬಗಿನಾಸಿ ಮನ್ತಲೆ ಮಾಕಾ ಗೊತ್ತ್ ಹಾಯ್, ತುಮ್ಚ್ಯಾ ವಾಂಗ್ಡಾ ಹೊತ್ತ್ಯಾ ವೆಳಾರುಚ್ ದೆವಾಚ್ಯಾ ವಿಶಯಾಚೆ ಖಬರ್ ಮಿಯಾ ತುಮ್ಕಾ ಸಾಂಗ್ತಾ.