Acts 20:27 — Compare Translations
7 translations compared side by side
Odia - 1840
"କାରଣ ମୁଁ ତୁମ୍ଭମାନଙ୍କୁ ଆଗ ରେ ପରମେଶ୍ବରଙ୍କର ସମସ୍ତ ଇଚ୍ଛା ବିନା ସଙ୍କୋଚ ରେ ଜଣାଇ ସାରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଈଶ୍ଵରଙ୍କର ସମସ୍ତ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଈଶ୍ୱରଙ୍କ ସମୁଦାୟ ଉଦ୍ଦେଶ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ମୁଁ ସଙ୍କୋଚ ବୋଧ କରି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ମୁଁ ତୁମ୍ଭମାନଙ୍କୁ ଆଗରେ ପରମେଶ୍ୱରଙ୍କର ସମସ୍ତ ଇଚ୍ଛା ବିନା ସଙ୍କୋଚରେ ଜଣାଇ ସାରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଈଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଈଶ୍ୱରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ପଛେଇ ଯାଇ ନ ଥିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಎಕ್ ಬಿ ದಾಪುನ್ ಥೈ ನಸ್ತಾನಾ ದೆವಾಚೊ ಉದ್ದೆಶ್ ಕಾಯ್ ಮನ್ತಲೆ ಮಿಯಾ ತುಮ್ಕಾ ಕಳ್ವುಲಾ.