Acts 20:29 — Compare Translations
7 translations compared side by side
Odia - 1840
"ମୁଁ ଜାଣେ, ମାେ ଗଲାପରେ ଜଙ୍ଗଲୀ ଗଧିଆ ତୁମ୍ଭମାନଙ୍କ ମଧ୍ଯକୁ ଆସିବେ। ସମାନେେ ଏହି ମଷେ ପଲକୁ ନଷ୍ଟ କରିବାପାଇଁ ଚେ଼ଷ୍ଟା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋର ପ୍ରସ୍ଥାନ ପରେ ଦୂର; ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ନିର୍ଦ୍ଦୟ ବ୍ୟବହାର କରିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଜାଣେ, ମୁଁ ଯିବା ପରେ ତୁମ ମଧ୍ୟକୁ ଭୟଙ୍କର ହେଟା ବାଘମାନେ ଆସିବେ ଓ ପଲକୁ କ୍ଷତବିକ୍ଷତ ନ କରି ଛାଡ଼ିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ, ମୋ’ ଗଲାପରେ ଜଙ୍ଗଲୀ ଗଧିଆ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ। ସେମାନେ ଏହି ମେଷ ପଲକୁ ନଷ୍ଟ କରିବା ପାଇଁ ଚେଷ୍ଟା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ,
Odia IRV 2017 (ଓଡିଆ ବାଇବେଲ)
ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಸೊಡುನ್ ಗೆಲ್ಲ್ಯಾ ಮಾನಾ ಕ್ರುರ್ ಝುಲ್ ಕುತ್ರಿ ತುಮ್ಚ್ಯಾಕ್ಡೆ ಯೆತಾತ್ ಅನಿ ತೆನಿ ಬಕ್ರ್ಯಾಂಚ್ಯಾ ತಾಂಡ್ಯಾಕ್ನಿ ಸೊಡಿನಾತ್.