Acts 20:3 — Compare Translations
7 translations compared side by side
Odia - 1840
"ସଠାେରେ ସେ ତିନିମାସ ପର୍ୟ୍ଯନ୍ତ ରହିଲେ। ସଠାରୁେ ସୁରିଆକୁ ଜଳଯାତ୍ରା କରିବାପାଇଁ ଚାହିଁଲେ। କିନ୍ତୁ ଯିହୂଦୀମାନେ ତାହାଙ୍କ ବିରୁଦ୍ଧ ରେ ଷଡ଼ୟନ୍ତ୍ର କରିବାରୁ ସେ ମାକିଦନୀଆକୁ ଫରେି ୟିବାପାଇଁ ସ୍ଥିର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେହି ସ୍ଥାନରେ ତିନି ମାସ ରହି ଯେତେବେଳେ ଜାହାଜରେ ଚଢ଼ି ସୁରିଆକୁ ଯିବାକୁ ଉଦ୍ୟତ ହେଲେ, ସେତେବେଳେ ଯିହୁଦୀମାନେ ତାଙ୍କ ବିପକ୍ଷରେ ଷଡ଼ଯନ୍ତ୍ର କରିବାରୁ ସେ ମାକିଦନିଆ ଦେଇ ବାହୁଡ଼ି ଯିବାକୁ ମନସ୍ଥ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ଆଖାୟାରେ ପହଞ୍ଚି ସେଠାରେ ତିନି ମାସ ରହିଲେ। ସେ ସିରିଆକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ସମୟରେ ଇହୁଦୀମାନେ ତାଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କରୁଛନ୍ତି ବୋଲି ଖବର ପାଇ ମାସିଦୋନିଆ ବାଟେ ଫେରିଯିବା ପାଇଁ ସ୍ଥିର କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ସେ ତିନି ମାସ ପର୍ଯ୍ୟନ୍ତ ରହିଲେ। ସେଠାରୁ ସୁରିଆକୁ ଜଳଯାତ୍ରା କରିବା ପାଇଁ ଗ୍ଭହିଁଲେ। କିନ୍ତୁ ଯିହୂଦୀମାନେ ତାହାଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କରିବାରୁ ସେ ମାକିଦନିଆକୁ ଫେରି ଯିବା ପାଇଁ ସ୍ଥିର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେହି ସ୍ଥାନରେ ତିନି ମାସ ରହି ଯେତେବେଳେ ଜାହାଜରେ ଚଢ଼ି ସିରିୟାକୁ ଯିବାକୁ ଚେଷ୍ଟା କଲେ, ସେତେବେଳେ ଯିହୁଦୀମାନେ ପାଉଲଙ୍କ ବିରୋଧରେ ଷଡ଼ଯନ୍ତ୍ର କରିବାରୁ ସେ ମାକିଦନିଆ ଦେଇ ବାହୁଡ଼ି ଯିବାକୁ ନିଷ୍ପତ୍ତି କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସେହି ସ୍ଥାନରେ ତିନି ମାସ ରହି ଯେତେବେଳେ ଜାହାଜରେ ଚଢ଼ି ସିରିୟାକୁ ଯିବାକୁ ଚେଷ୍ଟା କଲେ, ସେତେବେଳେ ଯିହୂଦୀମାନେ ପାଉଲଙ୍କ ବିରୋଧରେ ଷଡ଼ଯନ୍ତ୍ର କରିବାରୁ ସେ ମାକିଦନିଆ ଦେଇ ବାହୁଡ଼ି ଯିବାକୁ ନିଷ୍ପତ୍ତି କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲು ಥೈ ತಿನ್ ಮ್ಹೈನೆ ಪತರ್ ಹೊತ್ತೊ, ತೊ ಸಿರಿಯಾ ಮನ್ತಲ್ಯಾ ಶಾರಾಕ್ ಜಾವ್ಕ್ ತಯಾರ್ ಹೊವ್ನ್ ರ್ಹಾತಾ, ಹೊಲ್ಯಾರ್ ಉಲ್ಲ್ಯಾ ಜುದೆವಾಂಚ್ಯಾ ಲೊಕಾನಿ ತೆಕಾ ವಿರೊಧ್ ಹೊವ್ನ್ ಯವ್ಜನ್ ಕರ್ಲ್ಯಾನಿ, ತೆಚ್ಯಾಸಾಟ್ನಿ ಪಾವ್ಲುನ್ ಸಿರಿಯಾ ಮನ್ತಲ್ಲ್ಯಾ ಶಾರಾಕ್ ಮೆಸೆದೊನಿಯಾಕ್ನಾ ಪಾಟಿ ಪರ್ತುನ್ ಜಾವ್ಚೆ ಮನುನ್ ನಿರ್ಧಾರ್ ಕರ್ಲ್ಯಾನ್.