Acts 20:30 — Compare Translations

7 translations compared side by side

Odia - 1840
"ଏପରିକି ତୁମ୍ଭମାନଙ୍କ ଭିତରୁ ମଧ୍ଯ କେତଜେଣ ଲୋକ ବାହାରିବେ ଓ ଭୁଲ କଥା ଉପଦେଶ ଦଇେ ଶିଷ୍ଯମାନଙ୍କୁ ନିଜ ଆଡ଼କୁ ଆକର୍ଷିତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଲୋକେ ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ନିମନ୍ତେ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମୟ ଆସିବ, ଯେତେବେଳେ ତୁମ୍ଭମାନଙ୍କ ନିଜ ଦଳର କେତେକ ଲୋକ ବିଶ୍ୱାସୀମାନଙ୍କୁ ମିଥ୍ୟା କହି ବିପଥରେ କଢ଼ାଇ ନେବେ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ତୁମ୍ଭମାନଙ୍କ ଭିତରୁ ମଧ୍ୟ କେତେଜଣ ଲୋକ ବାହାରିବେ ଓ ଭୁଲ୍ କଥା ଉପଦେଶ ଦେଇ ଶିଷ୍ୟମାନଙ୍କୁ ନିଜ ଆଡ଼କୁ ଆକର୍ଷିତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಝುಟಿ ಶಿಕಾಪಾ ಸಾಂಗುನ್ ತುಮ್ಚ್ಯಾತ್ಲ್ಯಾ ಉಲ್ಲ್ಯಾ ವಿಶ್ವಾಸಿ ಲೊಕಾಕ್ನಿ ವಡುನ್ ನ್ಹೆತಲಿ ಲೊಕಾಬಿ ಹಾತ್.