Acts 20:31 — Compare Translations
7 translations compared side by side
Odia - 1840
"ତେଣୁ ତୁମ୍ଭମାନେେ ସାବଧାନ ହାଇେ ରୁହ। ତୁମ୍ଭମାନେେ ମନେପକାଅ ଯେ, ମୁଁ ତିନି ବର୍ଷ ପର୍ୟ୍ଯନ୍ତ ତୁମ୍ଭମାନଙ୍କ ପାଖ ରେ ରହି ଆଖିର ଲୁହ ରେ ପ୍ରେତ୍ୟକକଙ୍କୁ ଦିନରାତି ସତର୍କ ବାଣୀ ଶୁଣାଇ ଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତୁମ୍ଭେମାନେ ଜାଗି ରହୁ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଅଶ୍ରୁପାତ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ କ୍ଷା; ହୋଇ ନ ଥିଲି, ଏହା ସ୍ମରଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ସତର୍କ ରୁହ, ମୁଁ ଯେ ଦିନ ରାତି ଅଶ୍ରୁ ଢାଳି ତିନି ବର୍ଷ ପର୍ଯ୍ୟନ୍ତ ତୁମ ପ୍ରତ୍ୟେକଙ୍କୁ ଶିକ୍ଷା ଦେଇଛି, ଏ କଥା ସ୍ମରଣରେ ରଖ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ସାବଧାନ ହୋଇ ରୁହ। ତୁମ୍ଭେମାନେ ମନେପକାଅ ଯେ, ମୁଁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପାଖରେ ରହି ଆଖିର ଲୁହରେ ପ୍ରତ୍ୟେକଙ୍କୁ ଦିନରାତି ସତର୍କବାଣୀ ଶୁଣାଇ ଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।
Odia IRV 2017 (ଓଡିଆ ବାଇବେଲ)
ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಸೆ ಹೊವ್ನ್, ಮಿಯಾ ರಡುನ್ಗೆತ್ ತಿನ್ ವರ್ಸಾಚೊ ದಿಸ್ ತುಮ್ಚ್ಯಾತ್ಲ್ಯಾ ಹರ್ ಎಕ್ಲ್ಯಾಕ್ಬಿ ಶಿಕ್ವಲ್ಲೆ ಹುಶ್ಯಾರ್ಕಿನ್ ಯಾದ್ ಥವ್ನ್ ಘೆವಾ”.