Acts 20:32 — Compare Translations

7 translations compared side by side

Odia - 1840
"ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ନିକଟରେ ଓ ତାହାଙ୍କ ଅନୁଗ୍ରହଜନକ ବାକ୍ଯ ନିକଟରେ ସମର୍ପଣ କରୁଅଛି। ଏହି ବାକ୍ଯ ହିଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବ ଓ ପରମେଶ୍ବର ତାହାଙ୍କର ସମସ୍ତ ପବିତ୍ର ଲୋକମାନଙ୍କୁ ଦଇେଥିବା ଅଧିକାର ତୁମ୍ଭମାନଙ୍କୁ ପ୍ରଦାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ମୁଁ ତୁମ୍ଭମାନଙ୍କୁ ପ୍ରଭୁଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ହାତରେ ଓ ତାଙ୍କ ଅନୁଗ୍ରହପୂର୍ଣ୍ଣ ବାକ୍ୟ ନିକଟରେ ସମର୍ପଣ କରୁଛି; ସେହି ବାକ୍ୟ ତୁମ୍ଭମାନଙ୍କୁ ବଳିଷ୍ଠ କରିବା ପାଇଁ ଓ ଈଶ୍ୱରଙ୍କ ଲୋକମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ସମସ୍ତ ଆଶୀର୍ବାଦ ତୁମକୁ ଦେବା ପାଇଁ ସମର୍ଥ।
Odia Bible ERV 2004 (ପବିତ୍ର ବାଇବଲ)
“ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ନିକଟରେ ଓ ତାହାଙ୍କ ଅନୁଗ୍ରହଜନକ ବାକ୍ୟ ନିକଟରେ ସମର୍ପଣ କରୁଅଛି। ଏହି ବାକ୍ୟ ହିଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବ ଓ ପରମେଶ୍ୱର ତାହାଙ୍କର ସମସ୍ତ ପବିତ୍ର ଲୋକମାନଙ୍କୁ ଦେଇଥିବା ଅଧିକାର ତୁମ୍ଭମାନଙ୍କୁ ପ୍ରଦାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ବରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ୱରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಮಿಯಾ ತುಮ್ಕಾ ದೆವಾಚ್ಯಾ, ಅನಿ ತೆಚ್ಯಾ ಕುರ್ಪೆಚ್ಯಾ ಬರ್‍ಯಾ ಖಬ್ರೆಚ್ಯಾ ಜಗ್ಗೊಳ್ ಒಪ್ಸುನ್ ದಿತಾ,ತೆಕಾ ತುಮ್ಕಾ ಪವಿತ್ರ್ ಕರ್ತಲಿ ಬಳ್ ಹಾಯ್, ಅನಿ ತುಮ್ಕಾ ದೆವ್ ಅಪ್ಲ್ಯಾ ಸಗ್ಳ್ಯಾ ಲೊಕಾಕ್ನಿ ದಿತಲೊ ಆಶಿರ್ವಾದ್ ದಿತಾ,