Acts 20:34 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଜାଣିଛ ଯେ, ମୁଁ ନିଜେ ମାରେ ଓ ମାେ ସହିତ ରହିଥିବା ଲୋକମାନଙ୍କର ଆବଶ୍ଯକତା ପୂରଣ କରିବା ପାଇଁ ନିଜ ହାତ ରେ କାର୍ୟ୍ଯ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ହାତ ଦୁଇଟି ଯେ ମୋର ଓ ମୋʼ ସଙ୍ଗୀ-ମାନଙ୍କର ଅଭାବ ପୂରଣ ନିମନ୍ତେ ସେବା କରି ଆସୁଅଛି, ଏହା ତୁମ୍ଭେମାନେ ନିଜେ ଜାଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଜାଣ, ମୁଁ ମୋର ଏହି ଦୁଇ ହାତରେ ପରିଶ୍ରମ କରି ନିଜର ଓ ମୋ’ ସହକର୍ମୀମାନଙ୍କର ସମସ୍ତ ଆବଶ୍ୟକତା ପୂରଣ କରିଛି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଜାଣିଛ ଯେ, ମୁଁ ନିଜେ ମୋର ଓ ମୋ’ ସହିତ ରହିଥିବା ଲୋକମାନଙ୍କର ଆବଶ୍ୟକତା ପୂରଣ କରିବା ପାଇଁ ନିଜ ହାତରେ କାର୍ଯ୍ୟ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଏହି ହାତ ଦୁଇଟି ଯେ ମୋହର ଓ ମୋ ସଙ୍ଗୀମାନଙ୍କର ଅଭାବ ପୂରଣ ନିମନ୍ତେ ସେବା କରିଆସୁଅଛି, ନିଜେ ଏହା ତୁମ୍ଭେମାନେ ଜାଣ।
Odia IRV 2017 (ଓଡିଆ ବାଇବେଲ)
ମୋର ଏହି ହାତ ଦୁଇଟି ଯେ ମୋହର ଓ ମୋ ସଙ୍ଗୀମାନଙ୍କର ଅଭାବ ପୁରଣ ନିମନ୍ତେ ସେବା କରି ଆସୁଛି, ନିଜେ ଏହା ତୁମ୍ଭେମାନେ ଜାଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಮಾಜ್ಯಾ ಸ್ವತಾಚ್ಯಾ ಹಾತಾನಿ ರಾಬುನ್ ಮಾಜಿ ಅನಿ ಮಾಜ್ಯಾ ವಾಂಗ್ಡಾ ಹೊತ್ತ್ಯಾಂಚಿ ಗರ್ಜ್ ಪುರಾ ಕರ್ಲಾ, ಹೆ ತುಮ್ಕಾ ಗೊತ್ತ್ ಹಾಯ್.