Acts 20:36 — Compare Translations

7 translations compared side by side

Odia - 1840
"ଏକଥା କହିବାପରେ ପାଉଲ ଆଣ୍ଠୁମାଡ଼ି ବସିଲେ ଓ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁ କଥା କହି ସେ ଜାନୁପାତ କରି ସେସମସ୍ତଙ୍କ ସହିତ ପ୍ରାର୍ଥନା କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଷଣ ଶେଷ କରିବା ପରେ ପାଉଲ ସେମାନଙ୍କ ସହିତ ଆଣ୍ଠୁମାଡ଼ି ପ୍ରାର୍ଥନା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏ କଥା କହିବାପରେ ପାଉଲ ଆଣ୍ଠୁମାଡ଼ି ବସିଲେ ଓ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ କଥା କହିଲା ପରେ, ସେ ଆଣ୍ଠୁପାତି ସେ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ସବୁ କଥା କହିଲା ପରେ, ସେ ଆଣ୍ଠୁପାତି ସେ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ, ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಗೊಸ್ಟಿಯಾ ತೆನಿ ಸಾಂಗಲ್ಲ್ಯಾ ಮಾನಾ ತೆಂಚ್ಯಾ ಸಗ್ಳ್ಯಾಂಚ್ಯಾ ವಾಂಗ್ಡಾ ಡೊಗ್ಲಾ ಘಾಲುನ್ ಮಾಗ್ನಿ ಕರ್‍ಲ್ಯಾನ್.