Acts 20:37 — Compare Translations
7 translations compared side by side
Odia - 1840
"ସମାନେେ ସମସ୍ତେ ବହୁତ କାନ୍ଦିଲେ ଓ ପାଉଲଙ୍କୁ କୁଣ୍ଢଇେ ଧରି ଚ଼ମ୍ବନ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ସମସ୍ତେ ଅତ୍ୟ; ରୋଦନ କରି ପାଉଲଙ୍କ ଗଳା ଧରି ତାଙ୍କୁ ଚୁମ୍ଵନ କରିବାକୁ ଲାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତେ କାନ୍ଦି କାନ୍ଦି ତାଙ୍କୁ ଆଲିଙ୍ଗନ କରି ବିଦାୟ ଚୁମ୍ବନ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସମସ୍ତେ ବହୁତ କାନ୍ଦିଲେ ଓ ପାଉଲଙ୍କୁ କୁଣ୍ଢେଇ ଧରି ଚୁମ୍ବନ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଅତ୍ୟନ୍ତ ରୋଦନ କରି ପାଉଲଙ୍କ ଗଳା ଧରି ତାହାଙ୍କୁ ଚୁମ୍ବନ କରିବାକୁ ଲାଗିଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଅତ୍ୟନ୍ତ ରୋଦନ କରି ପାଉଲଙ୍କ ଗଳା ଧରି ତାହାଙ୍କୁ ଚୁମ୍ବନ କରିବାକୁ ଲାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ಸಗ್ಳ್ಯಾನಿ ರಡ್ಲ್ಯಾನಿ, ಅನಿ ಪಾವ್ಲುಕ್ ಯಾಂಗ್ ಮಾರುನ್, ಉಪ್ಪಾ ದಿವ್ನ್ ಜಾವ್ನ್ ಯೆ ಮಟ್ಲ್ಯಾನಿ.