Acts 20:4 — Compare Translations

7 translations compared side by side

Odia - 1840
"ତାହାଙ୍କ ସହିତ ବରଯୋ ନଗରର ପୁରଙ୍କ ପୁତ୍ର ସୋପାତ୍ର, ଥସେଲନୀକୀୟର ଆରିସ୍ତାର୍ଖ ଓ ସକେୂନ୍ଦ, ଦର୍ବାର ଗାୟ ଓ ତୀମଥି, ଏସିଆର ତୁଖିକ ଓ ତ୍ରଫିମ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପୁରଙ୍କ ପୁତ୍ର ବେରୟାନିବାସୀ ସୋପାତ୍ର, ଥେସଲନୀକୀୟମାନଙ୍କ ମଧ୍ୟରୁ ଆରିସ୍ତାର୍ଖ ଓ ସେକୂନ୍ଦ, ଦର୍ବୀର ଗାୟ, ତୀମଥି, ଆଉ ଆସିଆର ଲୋକମାନଙ୍କ ମଧ୍ୟରୁ ତୁଖିକ, ଓ ତ୍ରଫିମ ତାଙ୍କ ସାଙ୍ଗରେ ଯାତ୍ରା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବେରିଆ ନିବାସୀ ପୁରଙ୍କ ପୁତ୍ର ସୋପାତ୍ର, ଥେସଲନିକୀର ଆରିଷ୍ଟାର୍ଖସ୍ ଓ ସେକୁନ୍ଦ, ଦର୍ବୀର ଗାୟ, ଆସିଆ ଦେଶର ତୁଖିକ ଓ ତ୍ରଫିମ, ପୁଣି ତୀମଥି ତାଙ୍କ ସହିତ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ସହିତ ବେରୟା ନଗରର ପୁରଙ୍କ ପୁତ୍ର ସୋପାତ୍ର, ଥେସଲନୀକୀୟର ଆରିସ୍ତାର୍ଖ ଓ ସେକୂନ୍ଦ, ଦର୍ବାର ଗାୟ ଓ ତୀମଥି, ଏସିଆର ତୁଖିକ ଓ ତ୍ରଫିମ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ବେରିୟା ନଗରନିବାସୀ ପୁରଙ୍କ ପୁଅ ସୋପାତ୍ର, ଥେସଲନୀକୀ ସହରରେ ବିଶ୍ୱାସୀମାନଙ୍କ ମଧ୍ୟରୁ ଆରିସ୍ତାର୍ଖ ଓ ସେକୁନ୍ଦ, ଦର୍ବୀର ଗାୟ, ତୀମଥି, ଆଉ ଏସିଆ ପ୍ରଦେଶର ଲୋକମାନଙ୍କ ମଧ୍ୟରୁ ତୁଖିକ ଓ ତ୍ରଫିମ ତାହାଙ୍କ ସଙ୍ଗରେ ଯାତ୍ରା କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ବେରିୟାନିବାସୀ ପୁରଙ୍କ ପୁଅ ସୋପାତ୍ର, ଥେସଲନୀକୀୟମାନଙ୍କ ମଧ୍ୟରୁ ଆରିସ୍ତାର୍ଖ ଓ ସେକୁନ୍ଦ, ଦର୍ବୀର ଗାୟ, ତୀମଥି, ଆଉ ଆସିଆର ଲୋକମାନଙ୍କ ମଧ୍ୟରୁ ତୁଖିକ ଓ ତ୍ରଫିମ ତାହାଙ୍କ ସଙ୍ଗରେ ଯାତ୍ରା କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬೆರೆಯಾತ್ಲೊ ಪುರ್ರ್ ಮನ್ತಲ್ಯಾಚೊ ಲೆಕ್ ಸೊಪತ್ರ್ ಥೆಸಲೊನಿಕಾತ್ಲೊ ಅರಿಸ್ತಾರ್ಕ್, ಅನಿ ಸೆಕುಂದ್ ದರ್ಬೆಚೊ ಗಾಯಸ್, ಅನಿ ಆಸಿಯಾ ಪ್ರಾಂತ್ಯಾತ್ಲೊ ತುಕಿಕ್, ತ್ರೊಪಿಮ್ ಅನಿ ತಿಮೊಥಿ ಹೆನಿ ಸಗ್ಳೆ ತೆಚ್ಯಾ ವಾಂಗ್ಡಾ ಹೊತ್ತೆ.

Recommended Reading