Acts 20:5 — Compare Translations

7 translations compared side by side

Odia - 1840
"ଏମାନେ ସମସ୍ତେ ଆଗେ ଯାଇ ତ୍ରୋଯା ନଗର ରେ ଆମ୍ଭମାନଙ୍କୁ ଅପେକ୍ଷା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ସମସ୍ତେ ଆଗେ ଯାଇ ତ୍ରୋୟାରେ ଆମ୍ଭମାନଙ୍କର ଅପେକ୍ଷା କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଆଗରୁ ଯାଇ ତ୍ରୋୟାରେ ଆମକୁ ଅପେକ୍ଷା କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନେ ସମସ୍ତେ ଆଗେ ଯାଇ ତ୍ରୋୟା ନଗରରେ ଆମ୍ଭମାନଙ୍କୁ ଅପେକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ସମସ୍ତେ ପ୍ରଥମରେ ଯାଇ ତ୍ରୋୟା ସହରରେ ଆମ୍ଭମାନଙ୍କର ଅପେକ୍ଷା କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ସମସ୍ତେ ପ୍ରଥମରେ ଯାଇ ତ୍ରୟାରେ ଆମ୍ଭମାନଙ୍କର ଅପେକ୍ଷା କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜಾತಲ್ಯಾ ಅದ್ದಿಚ್ ಜಾವ್ನ್ ತ್ರೊವಾಸ್ ಶಾರಾತ್ ಅಮ್ಚ್ಯಾ ಸಾಟ್ನಿ ರಾಕುನ್ಗೆತ್ ಹೊತ್ತೆ.