Acts 20:6 — Compare Translations

7 translations compared side by side

Odia - 1840
"ଖମୀରବିହୀନ ରୋଟୀର ପର୍ବ ପରେ ଆମ୍ଭେ ଫିଲିପ୍ପୀ ନଗରରୁ ଜଳପଥରେ ସମାନଙ୍କେ ପାଖ ରେ ତ୍ରୋଯା ରେ ପହଞ୍ଚିଲୁ। ଆମ୍ଭେ ସଠାେରେ ସାତ ଦିନ ପର୍ୟ୍ଯନ୍ତ ରହିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଖମୀରଶୂନ୍ୟ ରୋଟୀର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍‍ପୀରୁ ଯାତ୍ରା କଲୁ, ପୁଣି ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ସେହି ସ୍ଥାନରେ ଆମ୍ଭେମାନେ ସାତ ଦିନ ରହିଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖମୀରଶୂନ୍ୟ ରୋଟୀ ପର୍ବ ପରେ ଆମେ ଫିଲିପ୍ପୀରୁ ଜଳଯାତ୍ରା କରି ପାଞ୍ଚ ଦିନ ପରେ ତ୍ରୋୟାରେ ସେମାନଙ୍କ ସହିତ ଯୋଗ ଦେଲୁ ଓ ସେଠାରେ ଏକ ସପ୍ତାହ ଅତିବାହିତ କଲୁ।
Odia Bible ERV 2004 (ପବିତ୍ର ବାଇବଲ)
ଖମୀରବିହୀନ ରୋଟୀର ପର୍ବ ପରେ ଆମ୍ଭେ ଫିଲି‌ପ୍‌ପୀ ନଗରରୁ ଜଳପଥରେ ସେମାନଙ୍କ ପାଖରେ ତ୍ରୋୟାରେ ପହଞ୍ଚିଲୁ। ଆମ୍ଭେ ସେଠାରେ ସାତ ଦିନ ପର୍ଯ୍ୟନ୍ତ ରହିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଖମୀରଶୂନ୍ୟ ରୁଟିର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀ ସହରରୁ ଯାତ୍ରା କଲୁ, ପୁଣି, ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ଆମ୍ଭେମାନେ ସେହି ସ୍ଥାନରେ ସାତ ଦିନ ରହିଲୁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଖମୀରଶୂନ୍ୟ ରୁଟିର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀରୁ ଯାତ୍ରା କଲୁ, ପୁଣି, ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ଆମ୍ଭେମାନେ ସେହି ସ୍ଥାନରେ ସାତ ଦିନ ରହିଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫುಗ್ ನಸಲ್ಲ್ಯಾ ಬಾಕ್ರಿಚ್ಯಾ ಸನಾಚ್ಯಾ ಮಾನಾ ಅಮಿ ಫಿಲಿಪ್ಪಿ ಮನ್ತಲ್ಯಾ ಶಾರಾಚ್ಯಾ ಢೊನಿತ್ ಗೆಲಾಂವ್, ಪಾಚ್ ದಿಸಾ ಕಳದ್ಲ್ಯಾ ಮಾನಾ ಅಮಿ ತೆಂಕಾ ತ್ರೊವಾಸ್ ಶಾರಾತ್ ಭೆಟ್ಲ್ಯಾಂವ್ ಅಮಿ ಥೈ ಸಾತ್ ದಿಸಾ ರಾಲ್ಯಾಂವ್.