Acts 20:7 — Compare Translations
7 translations compared side by side
Odia - 1840
"ମ୍ଭେ ସପ୍ତାହର ପ୍ରଥମ ଦିନ ପ୍ରଭୁଭୋଜର ରୋଟୀ ଭାଙ୍ଗିବା ପାଇଁ ଏକାଠି ହବୋ ବେଳେ ପାଉଲ ସମାନଙ୍କେୁ ପ୍ରଭୁଙ୍କ କଥା କହିବା ଆରମ୍ଭ କଲେ। କାରଣ ସେ ତହିଁଆର ଦିନ ଚ଼ାଲିୟିବା ପାଇଁ ଯୋଜନା କରି ମଧ୍ଯରାତ୍ରି ପର୍ୟ୍ଯନ୍ତ ସମାନଙ୍କେୁ ଉପଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସପ୍ତାହର ପ୍ରଥମ ଦିନରେ ଯେତେବେଳେ ଆମ୍ଭେମାନେ ରୋଟୀ ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ସେତେବେଳେ ପାଉଲ ପରଦିନ ପ୍ରସ୍ଥାନ କରିବେ ବୋଲି ଉଦ୍ୟତ ହେଉଥିବାରୁ ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ଅର୍ଦ୍ଧରାତ୍ର ପର୍ଯ୍ୟନ୍ତ ଦୀର୍ଘ ବକ୍ତୃତା ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶନିବାର ସନ୍ଧ୍ୟାରେ ଆମ୍ଭେମାନେ ସମ୍ମିଳିତ ଭୋଜନ ପାଇଁ ଏକତ୍ରିତ ହେଲୁ। ପାଉଲ ଲୋକମାନଙ୍କୁ ମଧ୍ୟରାତ୍ରି ପର୍ଯ୍ୟନ୍ତ ଉପଦେଶ ଦେଲେ, କାରଣ ତହିଁ ଆରଦିନ ସେ ସେହି ସ୍ଥାନ ପରିତ୍ୟାଗ କରିବାକୁ ଯାଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲଙ୍କର ତ୍ରୋୟା ଯାତ୍ରା ଆମ୍ଭେ ସପ୍ତାହର ପ୍ରଥମ ଦିନ ପ୍ରଭୁଭୋଜର ରୋଟୀ ଭାଙ୍ଗିବା ପାଇଁ ଏକାଠି ହେବା ବେଳେ ପାଉଲ ସେମାନଙ୍କୁ ପ୍ରଭୁଙ୍କ କଥା କହିବା ଆରମ୍ଭ କଲେ। କାରଣ ସେ ତହିଁଆର ଦିନ ଗ୍ଭଲିଯିବା ପାଇଁ ଯୋଜନା କରି ମଧ୍ୟରାତ୍ରି ପର୍ଯ୍ୟନ୍ତ ସେମାନଙ୍କୁ ଉପଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲେ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಬ್ಬತಾಚ್ಯಾ ದಿಸಿ, ಅಮಿ ಸಗ್ಳ್ಯೆ ಭಾಕ್ರಿ ಮೊಡುಕ್ ಎಕ್ ಹೊವ್ನ್ ಮಿಳುನ್ ಯೆಲ್ಲ್ಯಾಂವ್, ಪಾವ್ಲು ಲೊಕಾಂಚ್ಯಾ ವಾಂಗ್ಡಾ ಬೊಲಲ್ಯಾ ದುಸ್ರ್ಯಾಂದಿಸಿ ತೊ ಥೈತ್ನಾ ಸೊಡುನ್ ಜಾನಾರ್ ಹೊತ್ತೊ, ತಸೆ ಹೊವ್ನ್ ತೆನಿ ತೆಂಚ್ಯಾ ವಾಂಗ್ಡಾ ಅರ್ದ್ಯಾ ರಾತ್ತಿನ್ ಪಾತರ್ಬಿ ಬೊಲ್ಯಾನ್.