Acts 20:8 — Compare Translations
7 translations compared side by side
Odia - 1840
"ଆମ୍ଭେ ଯେଉଁଠି ଏକାଠି ହାଇେଥିଲୁ, ସହେି ଉପର ଘ ରେ ଅନକଗେୁଡ଼ିଏ ଦୀପ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଉପର କୋଠରିରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ପ୍ରଦୀପ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଉପର କୋଠରୀରେ ଆମେ ସଭା କରିଥିଲୁ, ସେଠାରେ ଅନେକ ପ୍ରଦୀପ ଜଳୁଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯେଉଁଠି ଏକାଠି ହୋଇଥିଲୁ, ସେହି ଉପର ଘରେ ଅନେକଗୁଡ଼ିଏ ଦୀପ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಬಸಲ್ಲ್ಯಾ ಮಾಳ್ಗಿಚ್ಯಾ ಖೊಲಿತ್ ಲೈ ದಿವೆ ಪೆಟ್ವಲ್ಲೆ ಹೊತ್ತೆ.