Acts 20:9 — Compare Translations
7 translations compared side by side
Odia - 1840
"ଇଉତୁଖ ନାମକ ଜଣେ ୟୁବକ ଝରକା କଡ଼ ରେ ବସି ଖୁବ୍ ନିଦ ରେ ଶାଇେ ପଡ଼ିଥିଲା। ପାଉଲ କହି ଚ଼ାଲିଥିଲା ବେଳେ ସେ ନିଘୋଡ଼ ନିଦ ରେ ଶାଇେପଡ଼ି ତିନି ମହଲାରୁ ଖସି ପଡ଼ିଲା। ଯେତବେେଳେ ସମାନେେ ତାହାକୁ ଉଠାଇଲେ, ସେ ମରିସାରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଇଉତୁଖ ନାମରେ ଜଣେ ଯୁବା ଲୋକ ଝରକା ଉପରେ ବସିଥିଲା, ତାକୁ ଭାରୀ ନିଦ ଲାଗୁଥିଲା; ପୁଣି ପାଉଲ ଉପଦେଶ ଆହୁରି ଦୀର୍ଘ କରିବାରୁ ସେ ନିଦ୍ରାମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାକୁ ଉଠାଇଲା ବେଳକୁ ସେ ମୃତ ବୋଲି ଜଣାଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ଇଉଟିକସ୍ ନାମକ ଜଣେ ଯୁବକ ଝରକା ଉପରେ ବସିଥିଲା, ପାଉଲ କଥା କହୁଥିବା ସମୟରେ ତାକୁ ନିଦ ଲାଗି ଆସିଲା। ସେ ନିଦ୍ରାଭିଭୂତ ହୋଇ ତିନି ମହଲା ଉପରୁ ତଳେ ପଡ଼ିଗଲା। ସେମାନେ ତାକୁ ଉଠାଇବାବେଳେ ସେ ମରି ଯାଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଇଉତୁଖ ନାମକ ଜଣେ ଯୁବକ ଝରକା କଡ଼ରେ ବସି ଖୁବ୍ ନିଦରେ ଶୋଇ ପଡ଼ିଥିଲା। ପାଉଲ କହି ଗ୍ଭଲିଥିଲାବେଳେ ସେ ନିଘୋଡ଼ ନିଦରେ ଶୋଇପଡ଼ି ତିନି ମହଲାରୁ ଖସି ପଡ଼ିଲା। ଯେତେବେଳେ ସେମାନେ ତାହାକୁ ଉଠାଇଲେ, ସେ ମରିସାରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆପଣା ଉପଦେଶ ଆହୁରି ଦୀର୍ଘ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆହୁରି ଦୀର୍ଘ ଉପଦେଶ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಯುತಿಕ್ ಮನ್ತಲೊ ದಾಂಡ್ಗೊ ಝಿಲ್ಗೊ ಕಿಡ್ಕಿರ್ ಬಸುನ್ ನಿಜೆನ್ ಝಮುನ್ಗೆತ್ ಹೊತ್ತೊ, ಪಾವ್ಲು ಬೊಲಿತ್ ರ್ಹಾತಾನಾಚ್ ತೊ ಝಿಲ್ಗೊ ತಿನ್ವಾ ಮಾಳ್ಗಿ ವೈನಾ ಪಡ್ಲೊ, ಲೊಕಾನಿ ಖಾಲ್ತಿ ಉತ್ರುನ್ ತೆಕಾ ಉಕ್ಲುನ್ ಬಗಲ್ಲ್ಯಾ ತನ್ನಾ ತೊ ಮರುನ್ ಪಡಲೊ ಹೊತ್ತೊ.