Acts 21:13 — Compare Translations
7 translations compared side by side
Odia - 1840
"କିନ୍ତୁ ପାଉଲ କହିଲେ, ତୁମ୍ଭମାନେେ କାହିଁକି କାନ୍ଦୁଛ? ତୁମ୍ଭମାନେେ କାହିଁକି ଏପରି ମାେତେ ଦୁଃଖିତ କରୁଛ? ୟିରୂଶାଲମ ରେ ମୁଁ ବନ୍ଧା ହବୋ ପାଇଁ ଯେ କବଳେ ପ୍ରସ୍ତୁତ ଅଛି, ତାହା ନୁହେଁ, ମାତ୍ର ମୁଁ ପ୍ରଭୁ ଯୀଶୁଙ୍କ ନାମ ରେ ମରିବା ପାଇଁ ମଧ୍ଯ ପ୍ରସ୍ତୁତ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପାଉଲ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କʼଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେ ଉତ୍ତର ଦେଲେ, “ତୁମ୍ଭେମାନେ ଏ କ’ଣ କରୁଛ, କାହିଁକି ଏପରି କ୍ରନ୍ଦନ କରି ମୋ’ ହୃଦୟକୁ ବିଦୀର୍ଣ୍ଣ କରୁଛ? ଯିରୂଶାଲମରେ କେବଳ ବନ୍ଧା ହେବା ପାଇଁ ନୁହେଁ, କିନ୍ତୁ ପ୍ରଭୁ ଯୀଶୁଙ୍କ ପାଇଁ ମୃତ୍ୟୁଭୋଗ କରିବା ପାଇଁ ମଧ୍ୟ ମୁଁ ପ୍ରସ୍ତୁତ ଅଛି।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପାଉଲ କହିଲେ, “ତୁମ୍ଭେମାନେ କାହିଁକି କାନ୍ଦୁଛ? ତୁମ୍ଭେମାନେ କାହିଁକି ଏପରି ମୋତେ ଦୁଃଖିତ କରୁଛ? ଯିରୁଶାଲମରେ ମୁଁ ବନ୍ଧା ହେବା ପାଇଁ ଯେ କେବଳ ପ୍ରସ୍ତୁତ ଅଛି, ତାହା ନୁହେଁ, ମାତ୍ର ମୁଁ ପ୍ରଭୁ ଯୀଶୁଙ୍କ ନାମରେ ମରିବା ପାଇଁ ମଧ୍ୟ ପ୍ରସ୍ତୁତ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କଅଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମ ସହରରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।
Odia IRV 2017 (ଓଡିଆ ବାଇବେଲ)
ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କ'ଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪಾವ್ಲುನ್ ತುಮಿ ಕಶ್ಯಾಕ್ ರಡುನ್ಗೆತ್ ಮಾಜೆ ಹಿರ್ದೆ ಫುಟಿ ಸಾರ್ಕೆ ಕರುಲ್ಲ್ಯಾಸಿ? ಮಿಯಾ ಜೆರುಜಲೆಮಾತ್ ಬಂಧಿಹೊವ್ಕ್ ಥವ್ಡೆಚ್ ನ್ಹಯ್ ಧನಿಯಾ ಜೆಜುಚ್ಯಾ ನಾವಾಸಾಟಿ ಮರುಕ್ಬಿ ತಯಾರ್ ಹಾಂವ್ ಮಟ್ಲ್ಯಾನ್.